Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 9, 2021
in Planning and Development, State
ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
143
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆସନ୍ତାକାଲି ନୂଆପଡ଼ା ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ସରିଯାଇଛି । ମିଳିଥିବା ସୂଚନାନୁସାରେ, ରାଜ୍ୟ ସରକାର ସମବିକାଶକୁ ଗୁରୁତ୍ୱ ଦେଇ ଆସନ୍ତାକାଲି ନୂଆପଡ଼ା ଜିଲ୍ଲାରେ ପ୍ରଗତି ରଥକୁ ଆଗେଇ ନେବା ପାଇଁ ୪ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାର ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି । ସେଥିପାଇଁ ନୂଆପଡ଼ା ଜିଲ୍ଲାରେ ଏକାଧିକ ପ୍ରକଳ୍ପର ଉଦଘାଟନ ସହିତ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!