Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାନଦୀରେ ବୁଡି ନାବାଳକର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 22, 2021
in Breaking, State
ନଦୀରେ ବୁଡ଼ି ଯୁବକ ନିଖୋଜ
156
VIEWS
Share on FacebookShare on Twitter

ବଡ଼ମ୍ବା, (ବାଘୁଆବାର୍ତ୍ତା): ନଦୀରେ ଗାଧୋଉଥିବା ବେଳେ କଟକ ନୂଆପାଟଣା ଅଞ୍ଚଳର ଜଣେ ନାବାଳକ ମହାନଦୀରେ ବୁଡି ଯାଇ ମୃତ୍ୟୁ ହୋଇଛି । ଖବର ପାଇ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ ଟିମ୍ ପହଞ୍ଚି ଦୀର୍ଘ ସମୟ ଖାନତଲାସି ପରେ ନାବାଳକର ମୃତ ଦେହ ଉଦ୍ଧାର କରାଯାଇଥିବା ଜଣାପଡିଛି । ମୃତ ନାବାଳକ ଜଣକ ହେଲେ କଟକ ଜିଲ୍ଲା ନୂଆପାଟଣା ଗାଁର ତାହିର ମହମ୍ମଦଙ୍କ ନାବାଳକ ପୁଅ ଅଜମଲ୍ ମହମ୍ମଦ(୮) । ଅଜମଲ୍ ଗାଧୋଇ ଯାଉଥିବା କହି ଘରୁ ବାହାରି ଯାଇ ନିକଟସ୍ଥ ମହାନଦୀ ଘାଟରେ ଗାଧୋଉଥିବା ବେଳେ ବୁଡି ଯାଇଥିଲେ । ସ୍ଥାନୀୟ ଲୋକ ଦେଖି ଆଠଗଡ଼ ଅଗ୍ନିଶମ ବିଭାଗ ଓ କଟକ ଓଡ୍ରାଫ୍ ଟିମକୁ ଖବର ଦେଇଥିଲେ । ଖବର ପାଇ ଉଭୟ ଓଡ୍ରାଫ୍ ଟିମ୍ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ଖାନତଲାସି କରିଥିଲେ । ଦୀର୍ଘ ସମୟ ପରେ ନାବାଳକର ମୃତ ଶରୀର ଉଦ୍ଧାର କରାଯାଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!