Thursday, October 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡଗାଁ ତହସିଲ୍ ୩ ଦିନ ସଟ୍ ଡାଉନ୍‌

by Sanjay Swain
August 18, 2020
in Nayagarh
ଓଡଗାଁ ତହସିଲ୍ ୩ ଦିନ ସଟ୍ ଡାଉନ୍‌
1.9k
VIEWS
Share on FacebookShare on Twitter

ନୟାଗଡ(ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲାରେ କରୋନା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଜିଲ୍ଲାପାଳ ଡ. ପୋମା ଟୁଡୁ ଓଡଗାଁ ତହସିଲ୍ କାର୍ଯ୍ୟାଳୟ କୁ ୧୯ ତାରିଖ ଠାରୁ ୨୧ ତାରିଖ ସଂନ୍ଧ୍ୟା ୫ ଘଟିକା ପର୍ଯ୍ୟନ୍ତ ୩ ଦିନ ପାଇଁ ସଟ୍ ଡାଉନ୍ ଘୋଷଣା କରିଛନ୍ତି । ଉକ୍ତ କାର୍ଯ୍ୟାଳୟରେ କରୋନା ପଜେଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ଉକ୍ତ କାର୍ଯ୍ୟାଳୟକୁ କୋଭିଡ୍ ନିୟମ ଅନୁସାରେ ସାନିଟାଇଜେସନ୍ କରିବା ଏବଂ ଅନ୍ୟାନ୍ୟ ଆକ୍ରାନ୍ତଙ୍କୁ ଚିହ୍ନଟ କରିବା ପାଇଁ ପଦକ୍ଷେପ ନିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!