Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ମୋ କଲେଜର ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
March 22, 2021
in Education
ଓଡ଼ଗାଁରେ ମୋ କଲେଜର ଶୁଭାରମ୍ଭ
468
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା) : ଓଡିଶା ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହୋଇଥିବା ମୋ ସ୍କୁଲ ଅଭିଯାନ ସଫଳ ହେବା ପରେ ମୋ କଲେଜ ପୋର୍ଟାଲ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି ।ଏହି ଅବସରରେ ରଘୁନାଥ ସମବାୟ ମହାବିଦ୍ୟାଳୟ ,ଓଡ଼ଗାଁର ଅଧ୍ୟକ୍ଷ ଅଶ୍ୱିନୀ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ମୋ କଲେଜ ଅଭିଯାନର ଡିଜିଟାଲ କାର୍ଯ୍ୟକ୍ରମ ସହିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି ।
ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟାପକ ରାଧାମୋହନ ନାୟକ ,ବାବାଜୀ ପରିଡା ,ରଶ୍ମି ରଞ୍ଜନ ସାହୁ ,ପବିତ୍ର ମୋହନ ସାହୁ ,ଚିତ୍ତରଞ୍ଜନ ସାହୁ ,ପ୍ରଦୀପ୍ତ ବିଶ୍ୱାଳ ,ପଦ୍ମନାଭ ମହାପାତ୍ରଙ୍କ ସମେତ ସମସ୍ତ ଅଧ୍ୟାପିକା ,ଏବଂ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!