Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇନ୍ଦୁଭୁଷଣ ହେଲେ ଓଡ଼ଗାଁ ବାର ଆସୋସିଏସନ ସଭାପତି

by ସଞ୍ଜୟ ସ୍ୱାଇଁ
March 26, 2022
in Feature News
ଇନ୍ଦୁଭୁଷଣ ହେଲେ ଓଡ଼ଗାଁ ବାର ଆସୋସିଏସନ ସଭାପତି
306
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଓଡ଼ଗାଁ ବାର ଆସୋସିଏସନ୍ ସଭାପତି ଭାବେ ଆଜି ଇନ୍ଦୁଭୂଷଣ ମିଶ୍ର ନିର୍ବାଚିତ ହୋଇଛନ୍ତି।ଆଜି ସମସ୍ତ ଆଇନ ଜୀବୀ ମାନେ ନିଜ ନିଜର ମତଦାନ ସାବ୍ୟସ୍ତ କରି ସଭାପତି,ସମ୍ପାଦକ ଚୟନ କରିଛନ୍ତି।ନିର୍ଦ୍ଧାରିତ ତାରିଖ ଏବଂ ସମୟ ଅନୁଯାୟୀ ଆଜି ଓଡ଼ଗାଁ ବାର ଆସୋସିଏସନ୍ ଠାରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିଲା।ବରିଷ୍ଠ ଆଇନଜୀବୀ ଇନ୍ଦୁଭୂଷଣ ମିଶ୍ରଙ୍କୁ ସଭାପତି,ରବି ନାରାୟଣ ବରାଡ଼ ଉପସଭାପତି, ଗୈୖାରହରି ସ୍ବାଇଁ ସଂପାଦକ, ଦିବ୍ୟଜୀବନ ପାଣିଗ୍ରାହୀ ସହ ସଂପାଦକ,ପାଣୁ ଚରଣ ବେହେରା କୋଷାଧ୍ୟକ୍ଷ ଏବଂ ପ୍ରଭାତ କୁମାର ପୃଷ୍ଟି ଉପଦେଷ୍ଟା ଭାବେ ନିର୍ବାଚିତ ହୋଇଛନ୍ତି।ଏହାର ଏକ ଚିଠି ଓଡ଼ିଶା ଷ୍ଟେଟ୍ ବାର କାଉନ୍ସିଲ କଟକ ପଠାଇ ଦିଆଯାଇଛି।ସମସ୍ତ ଆଇନଜୀବୀ ନିର୍ବାଚନରେ ବିପୁଳ ମାତ୍ରାରେ ବିଜୟୀ କରାଇଥିବାରୁ ସମସ୍ତଙ୍କ ସୁବିଧା ଅସୁବିଧାରେ ଠିଆ ହୋଇ ସମସ୍ୟା ସମାଧାନ କରାଯିବ ବୋଲି ସଭାପତି ଶ୍ରୀ ମିଶ୍ର କହିଛନ୍ତି।ଓଡଗାଁ ଅଞ୍ଚଳର ବହୁ ବୁଦ୍ଧିଜୀବି ସଭାପତି ଇନ୍ଦୁଭୁଷଣ ମିଶ୍ର ଓ ସମ୍ପାଦକ ଗୌରହରି ସ୍ବାଇଁକୁ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!