Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଣ୍ଡା ବୋଝେଇ ଗାଡ଼ି ସହିତ ବାଇକ ମୁହାଁମୁହିଁ , ୩ ଆହତ

by ସଞ୍ଜୟ ସ୍ୱାଇଁ
February 23, 2021
in Feature News
କୁଣ୍ଡା ବୋଝେଇ ଗାଡ଼ି ସହିତ ବାଇକ ମୁହାଁମୁହିଁ , ୩ ଆହତ
1.1k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା); ଆଜି ଅପରାହ୍ନରେ ଓଡ଼ଗାଁ ବ୍ଲକ କୁରାଳ ପଞ୍ଚାୟତ ନାଉରିଆ ରାସ୍ତାରେ କୁଣ୍ଡା ବୋଝେଇ ପିକଅପ୍ ଗାଡ଼ି ଗଞ୍ଜାମ ପଟୁ ନାଉରିଆ ଦେଇ କୁରାଳ ପଟକୁ ଆସୁଥିଲା । ପଞ୍ଚୁଭୁତି ଗ୍ରାମର ସନ୍ତୋଷ ସାହୁ, ମାଧବ ସାହୁ ଓ ମଞ୍ଜୁଲତା ସାହୁ ଏକ ଟିଭିଏସ ବାଇକରଏେ ହନୁମନ୍ତିଆରୁ ଏକ ସୁଧି କାର୍ଯ୍ୟ ସାରି ନାଉରିଆ ଅଭିମୁଖେ ଯାଉଥିବା ବେଳେ ହନୁମନ୍ତିଆ ନାଉରିଆ ରାସ୍ତାର ବ୍ରିଜ ପାଖରେ ଉଭୟ ଗାଡି ମୁହାଁମୁହିଁ ହୋଇଥିଲା । ବାଇକରେ ଥିବା ୩ଜଣ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଏମାନଙ୍କୁ ଓଡ଼ଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।ଦୁର୍ଘଟଣା ପରେ ଗାଡି ଛାଡି ପିକଅପ୍ ଡ୍ରାଇଭର ଫେରାର ହୋଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଓଡ଼ଗାଁ ପୋଲିସ ପହଁଚି ଉଭୟ ଗାଡିକୁ ଜବତ କରିବା ସହିତ ଘଟଣାର ଅନୁସନ୍ଧାନ ଚଳାଇଥିବା ଖବର ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!