Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ରାସ୍ତା କଡ଼ ହେବ ସରସ ସୁନ୍ଦର

by Anil Panda
September 6, 2020
in Nayagarh
ଓଡ଼ଗାଁ ରାସ୍ତା କଡ଼ ହେବ ସରସ ସୁନ୍ଦର
856
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ଓଡ଼ଗାଁର ରାସ୍ତା କଡ଼ ହେବ ସରସ ସୁନ୍ଦର । ଏଥିପାଇଁ ଆରମ୍ଭ ହୋଇଛି ପ୍ରୟାସ । ବନବିଭାଗ ପକ୍ଷରୁ ପଥପାଶ୍ୱରେ ବୃକ୍ଷରୋପଣ କରାଯିବା ନେଇ କାମ ଆରମ୍ଭ ହୋଇଛି । ଓଡ଼ଗାଁ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟଠାରୁ ପଥରା ଯାଏଁ ଆମ୍ବ, ପଣସ ଓ ନଡ଼ିଆ ବୃକ୍ଷରୋପଣ କାର୍ଯ୍ୟକୁ ଗତକାଲି ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌.ଡି ଶୁଭାରମ୍ଭ କରିଛନ୍ତି । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ, ବିଭୂପ୍ରସାଦ ସାହୁ, ବନାଞ୍ଚଳ ଅଧିକାରୀ ରବିନ୍ଦ୍ର ନାଥ ପଣ୍ଡା, ସାମ୍ବଦିକ ସାରସ କୁମାର ମିଶ୍ର ଏବଂ ଅଶୋକ ମହାପାତ୍ର ଅତିଥି ଭାବେ ଯୋଗ ଦେଇଥିବା ବେଳେ ବନପାଳ ଜ୍ୟୋତିରଞ୍ଜନ ମାନସିଂହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!