Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ହାତ କାଟି ବିଭତ୍ସ ହତ୍ୟା:ପଥର ମାଫିଆଙ୍କ ଉପରେ ସନ୍ଦେହ

by ସଞ୍ଜୟ ସ୍ୱାଇଁ
May 11, 2026
in Breaking
ଓଡ଼ଗାଁରେ ହାତ କାଟି ବିଭତ୍ସ ହତ୍ୟା:ପଥର ମାଫିଆଙ୍କ ଉପରେ ସନ୍ଦେହ
489
VIEWS
Share on FacebookShare on Twitter

 ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଓଡ଼ଗାଁ ରେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ଜଣଙ୍କ ହେଲେ ଓଡ଼ଗାଁ ଖେଳ ପଡ଼ିଆ ସାହିର ଅଜିତ୍ ସାହୁ। ଅଜିତ୍ ଙ୍କୁ ଗୁଇନ୍ଦା ଭାବି ହତ୍ୟା କରାଯାଇଥିବା ଅଭିଯୋଗ ଆସିଥିବା ଜଣାପଡ଼ିଛି। ଦୃବୁତ ମାନେ ଅତିଜ ସାହୁଙ୍କ ହାତ ପାପୁଲି କାଟି ଦେଇ ହତ୍ୟା କରାଯାଇଛି। ଅଜିତ୍ ଙ୍କ କଟା ପାପୁଲି ଶବ ଠାରୁ କିଛି ଦୂରରେ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ସକାଳୁ ସକାଳୁ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଓଡ଼ଗାଁ ପୋଲିସ ର ମୁଣ୍ଡବିନ୍ଧା ପାଲଟିଛି। ସେପଟେ ହତ୍ୟାକାରୀକୁ ତୁରନ୍ତ ଧରି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ରାସ୍ତା ରୋକ କରିଛନ୍ତି ସ୍ଥାନୀୟ ଜନସଧାରଣ। ତେବେ ଏହି ଜଘନ୍ୟ ହତ୍ୟାକାଣ୍ଡ ପଛରେ ପଥର ମାଫିଆଙ୍କ ହାତ ଥିବା ସନ୍ଦେହ କରାଯାଉଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!