Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆକ୍ସନ ମୁଡରେ ଓଡ଼ଗାଁ ପୁଲିସ

by ସଞ୍ଜୟ ସ୍ୱାଇଁ
April 19, 2021
in Nayagarh
ଆକ୍ସନ ମୁଡରେ ଓଡ଼ଗାଁ ପୁଲିସ
1.7k
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା):ବର୍ତ୍ତମାନ ସମଗ୍ର ଦେଶରେ କରୋନା ଭାଇରସର ଦ୍ଵିତୀୟ ଲହର ଫଳରେ ଆକ୍ରାନ୍ତଙ୍କର ସଂଖ୍ୟା ହୁହୁ ହୋଇ ବଢ଼ୁଥିବାବେଳେ ପ୍ରଶାସନ ତରଫରୁ ଜନସାଧାରଣଙ୍କୁ ସତର୍କ ତଥା ସଚେତନତା କରାଯାଉଅଛି। ଗତକାଲି ଓଡ଼ଗାଁ ଆଦର୍ଶ ଥାନା ପୋଲିସ ପକ୍ଷରୁ କରୋନା କଟକଣା ଅନୁପାଳନପୂର୍ବକ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଏବଂ ରାତି ୯ଟାରୁ ସକାଳ ୫ଘଟିକା ପର୍ଯ୍ୟନ୍ତ ନାଇଟ କର୍ଫୁ ଜାରିକରାଯାଇଛି।ତତ୍ସଙ୍ଗସଙ୍ଗେ ଦୋକାନୀମାନେ କେବଳ ରାତି ୯ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରଖିବେ ଏଥିରେ ଅବମାନନା କରୁଥିବା ଦୋକାନିଙ୍କ ଲାଇସେନ୍ସ ରଦ୍ଦ କରାଯିବା ସହ ଦୋକାନ ସିଲକରାଯିବ ବୋଲି ଚେତାବନୀ ମଧ୍ୟ ଦିଆଯାଇଛି। ଫାଇନ ଆଦାୟ ସହ ପୁଲିସ ପକ୍ଷରୁ ମାମଲା ରୁଜୁ କରାଯିବ ବୋଲି ଡ଼ାକବାଜି ଯନ୍ତ୍ର ମାଧ୍ୟମରେ କଡା ତାଗିଦ କରାଯାଇଅଛି।ଗତକାଲି ରାତ୍ରି ଚେକିଙ୍ଗ ସମୟରେ ତହସିଲଦାର ବିଜୟିତା ସାମନ୍ତସିଂହାରଙ୍କ ଉପସ୍ଥିତିରେ ହନୁମାନ ଛକ ନିକଟରେ ମାସ୍କ ଚେକିଙ୍ଗ କରାଯାଇଛି ।ଏହି ବାବଦରେ ଅମାନିଆଁମାନଙ୍କୁ ଠାରୁ ୫୧୦୦ଟଙ୍କା ଆଦାୟ କରାଯାଇଛି ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି । ଆଗାମୀ ଦିନରେ ଏହି କଟକଣା ଯାଞ୍ଚକୁ କଡାକଡି କରାଯିବ ବୋଲି ସୂଚନା ମିଳିଅଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!