Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିସ୍ଫୋରଣ ଘଟି ଫାଟିଗଲା ରାସ୍ତା

by ସଞ୍ଜୟ ସ୍ୱାଇଁ
May 17, 2021
in Nayagarh
ବିସ୍ଫୋରଣ ଘଟି ଫାଟିଗଲା ରାସ୍ତା
1.7k
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ଥାନା ଅନ୍ତର୍ଗତ ପଞ୍ଚରିଡ଼ା ମାନପୁର ପଞ୍ଚାୟତର ମାନପୁର ଗାଁରେ ଆଜି ମଧ୍ୟାହ୍ନରେ ଏକ ବିସ୍ଫୋରଣ ଘଟିଥିବା ବେଳେ ଢଳେଇ କଂକ୍ରିଟ ରାସ୍ତା ଫାଟି ଯାଇଥିବା ଦେଖା ଯାଇଛି । ଦିନ ୨ଟା ବେଳେ ପ୍ରଚଣ୍ଡ ଶଦ୍ଦ କରି ଏକ ବିସ୍ଫୋରଣ ଘଟିଥିଲା । ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଉକ୍ତ ସ୍ଥାନରେ ପହଞ୍ଚିବା ବେଳକୁ ରାସ୍ତାଟି ଫାଟି ଯାଇଥିବା ଦେଖିବାକୁ ମିଳିଥିଲା । ରାସ୍ତା ଫାଟିବାର କାରଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଲାଗିଥିବା ବେଳେ ପାଖରେ ଥିବା ନଳକୂପ କିମ୍ବା ଅଧିକ ତାପମାତ୍ର ଏହାର କାରଣ ହୋଇପାରେ ବୋଲି ଆଲୋଚନା ହେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!