Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ଇଟା ଭାଟି ବନ୍ଦ କରିବାକୁ ତହସିଲଦାରଙ୍କୁ ଦାବି

by ସଞ୍ଜୟ ସ୍ୱାଇଁ
June 12, 2021
in Nayagarh
ବେଆଇନ ଇଟା ଭାଟି ବନ୍ଦ କରିବାକୁ ତହସିଲଦାରଙ୍କୁ ଦାବି
586
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ପଞ୍ଚୁମୁ ଗ୍ରାମ ପଞ୍ଚାୟତର ପଞ୍ଚୁମୁ ଗ୍ରାମ ଏବଂ ମଝିଆଖଣ୍ଡ ଗ୍ରାମର ଚାରିପାଖରେ ବେଆଇନ୍ ଭାବରେ ପ୍ରାୟ ୩୦ରୁ ଅଧିକ ଇଟାଭାଟି ଗୁଡିକ ଗଢିଉଠିଛି।ଇଟା ପୋଡିବା ଫଳରେ ଗ୍ରାମ ଗୁଡିକରେ ବ୍ୟାପକ ପ୍ରଦୂଷଣ ବୃଦ୍ଧି ପାଇବା ସହ ଏକ ଧୂଆଁର ବଳୟ ସୃଷ୍ଟି ହେଉଛି।। ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଜ୍ୟୋତି ରଞ୍ଜନ ଦାଶଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସେଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଲୋକ ମାନଙ୍କ ସହ ଆଲୋଚନା କରିଥିଲେ।। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଓଡଗାଁ ତହସିଲଦାର ଙ୍କୁ ଛାତ୍ର କଂଗ୍ରେସ ତରଫରୁ ଏକ ଲିଖିତ ଅଭିଯୋଗ କରାଯାଇଛି।। ଯଦି ଅତି ଶୀଘ୍ର ଏ ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାନଯାଏ ତେବେ ଛାତ୍ର କଂଗ୍ରେସ ଆନ୍ଦୋଳନ କରିବ ବୋଲି ଜ୍ୟୋତି ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!