Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିନ୍ନକ୍ଷମଙ୍କୁ ନୂତନ ମଡେଲ ହ୍ବିଲଚେୟାର ପ୍ରଦାନ

by ସଞ୍ଜୟ ସ୍ୱାଇଁ
July 30, 2021
in Feature News
ଭିନ୍ନକ୍ଷମଙ୍କୁ ନୂତନ ମଡେଲ ହ୍ବିଲଚେୟାର  ପ୍ରଦାନ
405
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଓଡ଼ଗାଁ ବ୍ଲକ ପ୍ରଶାସନ ପକ୍ଷରୁ ଜଣେ ଭିନ୍ନକ୍ଷମଙ୍କୁ ନୂତନ ମଡେଲ ହ୍ବିଲ ଚେୟାର ମାଗଣାରେ ପ୍ରଦାନ କରାଯାଇଛି । ଭିନ୍ନକ୍ଷମ ଜଣଙ୍କ ହେଲେ କୁରାଳ ଗ୍ରାପ ହନୁମନ୍ତିଆ ଗ୍ରାମ ତୋଟାସାହିର ଭିକାରୀ ନାୟକ । ଭିନ୍ନକ୍ଷମ ଜଣଙ୍କୁ ନୂତନ ମଡେଲ ହ୍ବିଲ ଚେୟାର ଯୋଗାଇ ଦେବା ନିମନ୍ତେ ମାନ୍ୟବର ମନ୍ତ୍ରୀ ତଥା ବିଧାୟକ ଡଃ ଅରୁଣ କୁମାର ସାହୁ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ଯାନ ମଧ୍ୟରେ ବସି ରହି ନିଜର ମଳମୂତ୍ର ତ୍ୟାଗ କରିବା ସହ ଖାଦ୍ୟ ଖାଇବାର ସୁବିଧା ରହିଅଛି । ବଜାରରେ ଉକ୍ତ ଯାନର ମୂଲ୍ୟ ୧୫ ହଜାରରୁ ଉର୍ଦ୍ଧ୍ବଟଙ୍କା ଅଟେ । ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାଜସ୍ୱିନୀ ପ୍ରଧାନଙ୍କ ଉପସ୍ଥିତିରେ କୁରାଳ ସରପଞ୍ଚଙ୍କ ପ୍ରତିନିଧି ପ୍ରଭାତ ପ୍ରଧାନ ଏବଂ ପ୍ରୋଗ୍ରାମ ଆଶିଷ୍ଟାଣ୍ଟ ନୀଳମାଧବ ମିଶ୍ରଙ୍କ ସହଯୋଗରେ ଏହି ବଣ୍ଟନ ହୋଇଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!