Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାଞ୍ଚ କମିଟି ଦ୍ୱାରା ଶିଶୁ ଖାଦ୍ୟ ବଣ୍ଟନ

by Anil Panda
August 21, 2020
in Nayagarh
ଯାଞ୍ଚ କମିଟି ଦ୍ୱାରା ଶିଶୁ ଖାଦ୍ୟ ବଣ୍ଟନ
610
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ଓଡ଼ଗାଁ ଏନ.ଏସି ଅନ୍ତର୍ଗତ ୫ ନଂ ୱାର୍ଡର ୩ ନଂ ଅଙ୍ଗନବାଡି କେନ୍ଦ୍ରରେ ଗର୍ଭବତୀ ଏବଂ ପ୍ରସୂତି ମହିଳା ,୬ମାସରୁ ତିନି ମାସର ଶିଶୁ ମାନଙ୍କ ନିମିତ୍ତ ଉଦିଷ୍ଟ ଥିବା ପରିପୁରକ ପୃଷ୍ଟିକର ଖାଦ୍ୟ ବଣ୍ଟନରେ ଅନିୟମିତତା ଯୋଗୁଁ ବାରମ୍ବାର ଅଭିଭାବକମାନେ ଏ ସମ୍ବନ୍ଧରେ ସମନ୍ୱିତ ଶିଶୁ ବିକାଶ ଅଧିକାରିଣୀଙ୍କ ଦୃଷ୍ଟିଗୋଚରକୁ ଆଣିଥିଲେ । ଆଜି ସମନ୍ୱିତ ଶିଶୁ ବିକାଶ ଅଧିକାରିଣୀ ଲହଡିମାଳା ପ୍ରଧାନଙ୍କ ନିର୍ଦେଶକ୍ରମେ ଯାଞ୍ଚ କମିଟି ଦ୍ୱାରା ସୁପର ଭାଇଜର ପ୍ରଭାସିନୀ ମହାପାତ୍ରଙ୍କ ଉପସ୍ଥିତିରେ ୩୬ ଜଣ ଶିଶୁ ଏବଂ ୨୭ଜଣ ପ୍ରସୃତି ମହିଳାଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଅଛି ।ଯାହା ଫଳରେ ସ୍ଥାନୀୟ ଅଭିଭାବକମାନେ ସମନ୍ୱିତ ଶିଶୁ ବିକାଶ ଅଧିକାରିଣୀଙ୍କ ଧନ୍ୟବାଦ ଅର୍ପଣ କରିଛନ୍ତି । ଆଜିର ଏହି ବଣ୍ଟନ ସମୟରେ ଯାଞ୍ଚ କମିଟି ସଦସ୍ୟ ପ୍ରମୋଦ ସାହୁ ,କୁଳମଣି ମହାରଣା ଏବଂ ଜୟନ୍ତୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ରିପୋର୍ଟ – ଓଡ଼ଗାଁରୁ ଅର୍ଜୁନ ସାହୁ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!