Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ପୁଲିସ ଦ୍ୱାରା ୩ ଜଣ ଆନ୍ତଃଜିଲ୍ଲା ଡକାୟତ ଗିରଫ

by ସଞ୍ଜୟ ସ୍ୱାଇଁ
October 20, 2020
in Crime, Nayagarh
ଓଡ଼ଗାଁ ପୁଲିସ ଦ୍ୱାରା ୩ ଜଣ ଆନ୍ତଃଜିଲ୍ଲା ଡକାୟତ ଗିରଫ
3.6k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୁଲିସ ଦ୍ୱାରା ୩ ଜଣ ଆନ୍ତଃଜିଲ୍ଲା ଡକାୟତକୁ ଗିରଫ କରିବା ସହ ୩ଟି ଗାଡ଼ି ଜବତ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ନନ୍ଦିଘୋର ତୁଳସୀସାହିର ଟୁଲୁ ଓରଫ୍ କାର୍ତ୍ତୀକ ନାୟକ, ଓସ୍ତିଆର ନକୁଳ ଓରଫ ସନ୍ତୋଷ ବେହେରା, ଓଡ଼ଗାଁ ଖେଳପଡ଼ିଆ ସାହିର ଟୁନା ଓରଫ କୈଳାସ ଚନ୍ଦ୍ର ସାହୁ । ସୂଚନାନୁସାରେ, ଏହି ଅଭିଯୁକ୍ତମାନେ ବିଭିନ୍ନ ସ୍ଥାନରେ ଗାଡ଼ି ଲୁଟ କରି ନନ୍ଦିଘୋରରୁ ପୂର୍ବରୁ ଧରାପଡ଼ିଥିବା ଗ୍ୟାଙ୍ଗ ସହ ସଂପୃକ୍ତ ରହିଥିବା ଜଣାଯାଇଛି । ଏମାନଙ୍କ ପାଖରୁ ଗୋଟିଏ ମହିନ୍ଦ୍ରା ପିକ୍‌ଅପ୍‌, ଗୋଟିଏ ଟ୍ରାକ୍ଟର ଏବଂ ଗୋଟିଏ କାର ଜବତ କରାଯାଇଥିବା ଥାନା ଏସ୍‌ଆଇ ସଂଜୟ କୁମାର ପରିଡ଼ା ସୂଚନା ଦେଇଛନ୍ତି । ଆଜି ସେମାନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!