Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ରାଧା ହତ୍ୟାକାଣ୍ଡ, ଫେରାର ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
October 22, 2020
in Crime, Nayagarh
ଓଡ଼ଗାଁ ରାଧା ହତ୍ୟାକାଣ୍ଡ, ଫେରାର ଅଭିଯୁକ୍ତ ଗିରଫ
3.8k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଂଚଳର ବହୁ ଚର୍ଚ୍ଚିତ ରାଧା ହତ୍ୟାକାଣ୍ଡର ଫେରାର ଅଭିଯୁକ୍ତ ବୈକୁଣ୍ଠ ନାୟକକୁ ଆଜି ଓଡ଼ଗାଁ ପୁଲିସ ଗିରଫ କରିଛି । ସୂଚନାନୁସାରେ, ଗତବର୍ଷ ଓଡ଼ଗାଁ ଅଂଚଳ ରାଧାଙ୍କୁ ହତ୍ୟା କରାଯିବା ପରେ ମହାନଦୀରେ ଭସାଇ ଦିଆଯାଇ ଥିଲା । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ବୈକୁଣ୍ଠ ଫେରାର ରହିଥିଲା । ନନ୍ଦିଘୋର ଛକ ନିକଟରେ ବୈକୁଣ୍ଠ ବାଇକ ଯୋଗେ ଫେରୁଥିବା ବେଳେ ଓଡ଼ଗାଁ ପୁଲିସ ଆଜି ଗିରଫ କରିଥିବା ଏସ୍‌ଆଇ ସଂଜୟ କୁମାର ପରିଡ଼ା ସୂଚନା ଦେଇଛନ୍ତି । ବୈକୁଣ୍ଠର ଘର ଓଡ଼ଗାଁ ଥାନା ଅନ୍ତର୍ଗତ ବାହାଡ଼ାପିଠା ବୋଲି ଜଣାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!