Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭବିଷ୍ୟତ ନିର୍ମାଣ ସଂମ୍ପର୍କରେ ବାର୍ତ୍ତା ଦେଲେ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
January 6, 2020
in Education
ଭବିଷ୍ୟତ ନିର୍ମାଣ ସଂମ୍ପର୍କରେ ବାର୍ତ୍ତା ଦେଲେ ମନ୍ତ୍ରୀ
26
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଓଡ଼ଗାଁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ତାଙ୍କ ସହିତ ସ୍ଥାନୀୟ ଜିଲ୍ଲା ପରିଷଦ ବିଭୂପ୍ରସାଦ ସାହୁ, ଲୋକନାଥ ସାହୁ, ପୁରୀ ବିଭାଗ ସଦସ୍ୟ ଚନ୍ଦ୍ରଭାନୁ ବରାଡ଼ ଯୋଗଦେଇଥିଲେ । ମନ୍ତ୍ରୀ ଡ. ସାହୁ ତାଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ନିର୍ମାଣ ସଂମ୍ପର୍କରେ ବାର୍ତ୍ତା ଦେଇ ନିଜର ପାଠ୍ୟ ପୁସ୍ତକ ସହିତ ଅନ୍ତର୍ନିହିତ ଗୁଣକୁ କିପରି ବାହାରେ ପରିପ୍ରକାଶ କରିହେବ ଏହା ଉପରେ ଶିକ୍ଷକ, ଶିକ୍ଷୟତ୍ରୀ ଓ ଅଭିଭାବକମାନେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଥିବା କହିଥିଲେ । ଏକ ପୂର୍ଣ୍ଣାଙ୍ଗ ସମାଜ ଗଠନ କରିବାକୁ ହେଲେ ଛାତ୍ରଛାତ୍ରୀମାନଙ୍କୁ ଏଭଳି ଶିକ୍ଷା ଦିଆଯିବା ଦରକାର ଯେଉଁଥିରେ ଛାତ୍ରଛାତ୍ରୀଟିଏ ତାହାର ଭବିଷ୍ୟତ ନିର୍ମାଣ କରି ପାରିବ ବୋଲି ସେ କହିଥିଲେ । ଶିକ୍ଷା ସହିତ ସ୍ୱାସ୍ଥ୍ୟ ପରିବେଶର ବାର୍ତ୍ତା ଦେଇଥିଲେ । ଏହି ଉତ୍ସବରେ ପ୍ରଧାନ ଆଚାର୍ଯ୍ୟଙ୍କ ସମେତ, ବିଦ୍ୟା ମନ୍ଦିରର ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଅଭିଭାବକମାନେ ଯୋଗ ଦେଇଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!