Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
June 19, 2021
in Breaking, State
ବରିଷ୍ଠ ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ
430
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର । ବରିଷ୍ଠ ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ ହୋଇଛି । ସେ କେନ୍ଦ୍ର ଡିପିଆଇଆଇଟି ର ସଚିବ ଥିଲେ । ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂସ୍ ଗୋଏଲ ଓ ଧର୍ମେନ୍ଦ୍ର ପ୍ରଧାନ ଟ୍ୟୁଟି୍ କରି ସୂଚନା ଦେଇଛନ୍ତି । ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ସେ ଜଣେ ଦକ୍ଷ ପ୍ରଶାସକ ଥିଲେ । ଭାରତ ଆଜି ଜଣେ ଦକ୍ଷ ପ୍ରଶାସକଙ୍କ ହରାଇଲା । ସୂଚନାନୁସାରେ, ୧୯୮୬ ବ୍ୟାଚ୍ ଗୁଜୁରାଟ କ୍ୟାଡର ଆଇଏଏସ୍ ଅଫିସର ଡ଼ ଗୁରୁପ୍ରସାଦ ମହାପାତ୍ର । ସେ ଲୋକପ୍ରିୟ ସାହିତ୍ୟିକ ମହାପାତ୍ର ନୀଳମଣି ସାହୁଙ୍କ ସାନ ପୁଅ ଥିଲେ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର । କେନ୍ଦ୍ରର ଡିପିଆଇଆଇଟିରେ ସଚିବ ହେବା ପୂର୍ବରୁ କେନ୍ଦ୍ରରେ ଗୁରୁତ୍ୱପୁର୍ଣ୍ଣ ବିଭାଗରେ କାର୍ଯ୍ୟ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!