Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାଭେଲିନରେ ଓଡ଼ିଆ ପୁଅ କିଶୋରଙ୍କୁ ସଫଳତା

by ସଞ୍ଜୟ ସ୍ୱାଇଁ
August 25, 2023
in Sports, State
ଜାଭେଲିନରେ ଓଡ଼ିଆ ପୁଅ କିଶୋରଙ୍କୁ ସଫଳତା
117
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜାଭଲିନରେ ଓଡ଼ିଆ ପୁଅକୁ କିଶୋର ଜେନାଙ୍କୁ ବଡ଼ ସଫଳତା । ବିଶ୍ବ ଆଥଲେଟିକ୍ସ ଚାମ୍ପିଆନ୍ସିପ୍ସର ଫାଇନାଲ ରାଉଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର କିଶୋର ଜେନା । ପ୍ରଥମ ଓଡ଼ିଆ ଭାବେ ବିଶ୍ବ ଆଥଲେଟିକ ଚାମ୍ପିଆନ୍ ଖେଳୁଛନ୍ତି କିଶୋର । କ୍ୱାଲିଫାଇଙ୍ଗ ରାଉଣ୍ଡରେ ୮୦.୫୫ ମିଟର ଜାଭଲିନ ଥ୍ରୋ କରି ଫାଇନାଲ ରାଉଣ୍ଡକୁ ଯାଇଛ୍ତି କିଶୋର । ଗ୍ରୁପ-ବିରେ ପଞ୍ଚମ ସ୍ଥାନ ଅଧିକାର କରି ସେ ଫାଇନାଲରେ ପ୍ରବେଶ କରିଛନ୍ତି । କିଶୋରଙ୍କ ବ୍ୟତୀତ ଆଉ ଦୁଇ ଭାରତୀୟ ମଧ୍ୟ ଫାଇନାଲରେ ପ୍ରବେଶ କରିଛନ୍ତି । ଭାରତର ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଏବଂ ମନୁ ଡିପି ମଧ୍ୟ ଫାଇନାଲକୁ ପ୍ରବେଶ କରିଛନ୍ତି । ନୀରଜ ସର୍ବାଧିକ ୮୮.୭୭ ମିଟର ଜାଭେଲିନ ଥ୍ରୋ କରିଛନ୍ତି । ସେହିପରି ମନୁ ଡିପି ୮୧.୩୧ ମିଟର ଥ୍ରୋ କରି ଫାଇନାଲରେ ସ୍ଥାନ ବନାଇଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!