Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଆ ନବବର୍ଷ ଅବସରରେ ପଣା ବଣ୍ଟନ

by ସଞ୍ଜୟ ସ୍ୱାଇଁ
April 14, 2026
in Nayagarh
ଓଡ଼ିଆ ନବବର୍ଷ ଅବସରରେ ପଣା ବଣ୍ଟନ
81
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚିକିତ୍ସାଳୟ ମୁଖ୍ୟ ପାଟକ ଠାରେ ଓଡ଼ିଆ ନବବର୍ଷ ପାଳନ ଅବସରରେ ସାମାଜିକ ଅନୁଷ୍ଠାନ ସେଣ୍ଟର ଫର ଆସୋସିଏଟେଡ ପ୍ରୋଗ୍ରେସ ଓ ଦେବ ଦୁତ ସେବା ପରିଷଦ ଓ ସମାଜସେବୀ ଦୀପକ ଦଳବେହେରା ସ୍ଵେଚ୍ଛାସେବିମାନଙ୍କୁ ନେଇ ପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡ଼ାକ୍ତର ଶରତ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଆଜି ମେଡିକାଲ ଯେଉଁମାନେ ଆସୁଥିଲେ ସେ ରୋଗି ହୁଅନ୍ତୁ କି ତାକ ସମ୍ପକିୟ ହୁଅନ୍ତୁ ସମସ୍ତକୁ ସ୍ଵେଚ୍ଛାସେବିମାନଙ୍କ ସହାୟତାରେ ପଣା ବଣ୍ଟନ କରାଯାଇଥିଲା । ଗ୍ରୀଷ୍ମ ପ୍ରବାହ ଅଧିକ ମାତ୍ରାରେ ହୋଇଥିଲା ବେଳେ ଏପରି ପଣା ପିଇବାକୁ ମିଳିଥିବାରୁ ଜନ ସାଧାରଣ ବେଶ ଖୁସି ବ୍ୟକ୍ତ କରିଥିବା ଦେଖିବାକୁ ମିଳିଥିଲା । ବିଶ୍ଵ ରଜନ ଦଳେଇ,ଉମାକାନ୍ତ ମହାପାତ୍ର, ଜସ୍ମିନ ସାହୁ, ରଶ୍ମି ରଞ୍ଜନ ମହାପାତ୍ର,ପବିତ୍ର ସାହୁ,ପ୍ରଭୁଦତ ପ୍ରଧାନ,ସ୍ଵାସ୍ଥ୍ୟ ବିଭାଗର କର୍ମଚାରୀ ସମତେ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!