Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଓଡିଆ ପକ୍ଷ ପାଳନ ସଚେତନତା ପଦଯାତ୍ରା

by ସଞ୍ଜୟ ସ୍ୱାଇଁ
April 4, 2025
in Nayagarh, State
ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଓଡିଆ ପକ୍ଷ ପାଳନ ସଚେତନତା ପଦଯାତ୍ରା
141
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫ ରୁ ଓଡିଆ ପକ୍ଷ ପାଳନ ଅବସରରେ ସମସ୍ତ ଦୋକାନ ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନ ମାନଙ୍କର ନାମ ଫଳକ ଓଡିଆ ଭାଷାରେ ଲେଖିବା ପାଇଁ ଏକ ସଚେତନତା ପଦ ଯାତ୍ରା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରୁ ଶୁଭାରମ୍ଭ କରାଯାଇଛି। ଏଥିସହିତ ଏକ ସଚେତନତା ରଥ ନୟାଗଡ ଜିଲ୍ଲା ର ବିଭିନ୍ନ ଏନଏସି ଅଞ୍ଚଳ ରେ ପରିକ୍ରମଣ କରିଛି। ଏହି କାର୍ଯକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଜିଲ୍ଲା ଶ୍ରମ ଅଧିକାରୀ, ଚିତ୍ତରଞ୍ଜନ ରାଉତ, ସମସ୍ତ ସହକାରୀ ଶ୍ରମ ଅଧିକାରୀ, ଅବଦୁଲ କାଦିର ଖାନ, ଜ୍ଞାନରଞ୍ଜନ ସାହୁ, ପୂଜାରିନ ସାମଲ, ମୋନିକା ସେଠ ସହ ଶ୍ରମ କାର୍ଯ୍ୟାଳୟର କର୍ମଚାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଏବଂ ବିଭିନ୍ନ ଶ୍ରମିକ ସଂଗଠନ ମାନେ ଏହି ସଚେତନତା ପଦ ଯାତ୍ରାରେ ଅଂଶ ଗ୍ରହଣ କରି ନୟାଗଡ ସହର ପରିକ୍ରମଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!