Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଦ ନୁହେଁ ହରତାଳ କରିବ:ହାଇକୋର୍ଟ

କଂଗ୍ରେସର ୬ଘଣ୍ଟିଆ ଓଡ଼ିଶା ବନ୍ଦ ଘଟଣା

by ସଞ୍ଜୟ ସ୍ୱାଇଁ
November 11, 2021
in Breaking, State
ବନ୍ଦ ନୁହେଁ ହରତାଳ କରିବ:ହାଇକୋର୍ଟ
490
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର । କଂଗ୍ରେସର ବନ୍ଦ ଡାକରାକୁ ମାନ୍ୟବର ହାଇକୋର୍ଟ ମନା କରିଦେଇଛନ୍ତି । କଂଗ୍ରେସ ଯେଉଁ ୬ଘଣ୍ଟିଆ ବନ୍ଦ ଡାକରା ଦେଇଛି ତାହା ନକରି ହରତାଳ କରିପାରିବ । ପୁଣି ହରତାଳ ଶାନ୍ତିପୂର୍ଣ୍ଣ ହେବା ଦରାକର ବୋଲି ମାନ୍ୟବର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାନୁସାରେ, ମମିତା ମେହେର ହତ୍ୟା ଘଟଣାକୁ ନେଇ ଆସନ୍ତାକାଲି କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଥିଲା । ତେଣୁ ରାଜ୍ୟର ସମସ୍ତ କଂଗ୍ରେସ ନେତାମାନେ ବନ୍ଦ ପାଳନକୁ ସଫଳ କରିବାକୁ ସଜବାଜ ହେଉଥିବା ବେଳେ ମାନ୍ୟବର ହାଇକୋର୍ଟ ଏହା ଉପରେ ରୋକ୍ ଲଗାଇଛନ୍ତି । କଂଗ୍ରେସ ସବୁ ଚାଲକୁ ଫସର ଫଟାଇ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । କଂଗ୍ରେସ ରେଳ ରୋକ ଓ ରାସ୍ତା ରୋକ କରିପାରିବ ନାହିଁ ବୋଲି ସିଧା ସିଧା ଶୁଣାଇ ଦେଇଛନ୍ତି ମାନ୍ୟବର ହାଇକୋର୍ଟ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!