Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନ୍ଧାରୁଆରେ ପ୍ରତିଷ୍ଠା ହେବ ଆଇକନିକ୍ ଆଦର୍ଶ ବିଦ୍ୟାଳୟ

by ସଞ୍ଜୟ ସ୍ୱାଇଁ
September 2, 2021
in Education, State
ଅନ୍ଧାରୁଆରେ ପ୍ରତିଷ୍ଠା ହେବ ଆଇକନିକ୍ ଆଦର୍ଶ ବିଦ୍ୟାଳୟ
82
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବର ଅନ୍ଧାରୁଆରେ ପ୍ରତିଷ୍ଠା ହେବ ଆଇକନିକ୍ ଆଦର୍ଶ ବିଦ୍ୟାଳୟ । ୨୫ ଏକର ଜମିରେ ପ୍ରତିଷ୍ଠା ହେବାକୁ ଥିବା ଏହି ବିଦ୍ୟାଳୟରେ ୫ଶହ ଛାତ୍ରଛାତ୍ରୀଙ୍କୁ ଯୁକ୍ତ ଦୁଇ ଶିକ୍ଷାଦାନ କରାଯିବ । ରାଜ୍ୟରେ ଥିବା ୩୧୪ ଆଦର୍ଶ ବିଦ୍ୟାଳୟରୁ ବଛା ବଛା ଛାତ୍ରଛାତ୍ରୀ ଏହି ସ୍କୁଲରେ ପଢିବାକୁ ସୁଯୋଗ ପାଇବେ । ଏହି ଆଇକନିକ୍ ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ୫ ତାରିଖରେ ଶୁଭ ଦିଆଯିବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!