Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ବଜେଟ୍ : ୧.୭୦ ଲକ୍ଷ କୋଟି

by ସଞ୍ଜୟ ସ୍ୱାଇଁ
February 22, 2021
in Feature News
ରାଜ୍ୟ ବଜେଟ୍ : ୧.୭୦ ଲକ୍ଷ କୋଟି
120
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବର୍ଷ ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି । ନୂଆ ଆର୍ଥିକ ବର୍ଷ ପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟବରାଦ କରାଯାଇଛି । ପ୍ରଶାସନିକ ବ୍ୟୟ ପାଇଁ ୮୫ ହଜାର କୋଟି ଟଙ୍କା, କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭୫ ହଜାର କୋଟି ଟଙ୍କା, ବିପର୍ଯ୍ୟୟ ପ୍ରଶମନ ପାଇଁ ୩ ହଜାର ୫୦ କୋଟି ଟଙ୍କା,ସ୍ଥାନୀୟ ନିକାୟ ସଂସ୍ଥା ଓ ଉନ୍ନୟନ ସଂସ୍ଥାକୁ ହସ୍ତାନ୍ତର ପାଇଁ ୬ ହଜାର ୯ଶହ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୨୫୭୮୮ କୋଟି ଟଙ୍କାର ପୁଞ୍ଜି ବ୍ୟୟବରାଦ ଅଟକଳ କରାଯାଇଛି, ଯାହାକି ସାମଗ୍ରିକ ରାଜ୍ୟ ଘରୋଇ ଉତ୍ପାଦର ୪.୪ ପ୍ରତିଶତ ଅଟେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!