Thursday, January 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶା କଂଗ୍ରେସ ସଭାପତି ହେଲେ ଭକ୍ତ ଦାସ

by ସଞ୍ଜୟ ସ୍ୱାଇଁ
February 11, 2025
in Politics, State
ଓଡିଶା କଂଗ୍ରେସ ସଭାପତି ହେଲେ ଭକ୍ତ ଦାସ
273
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ଭକ୍ତ ଚରଣ ଦାସ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୯, ୧୯୯୬ ଓ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୫ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!