Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ଵ ବିଦ୍ୟାଳୟ ବିଲ୍ ଏବଂ ଓଡିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍

by ସଞ୍ଜୟ ସ୍ୱାଇଁ
September 2, 2021
in Planning and Development, State
ବେଦି ବନ୍ଧା ହୋଇ ଝିଅ ମଙ୍ଗୁଳା ହୋଇ ଥିଲା କିନ୍ତୁ ଝିଅ ଘର ଦୁଆର ମୁଁହରୁ ଫେରିଗଲା ବର, ଭିଲିଆନ ଥିଲେ ଗୁରୁଜୀ !
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ହଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା ଆଉ ଏକ ବିଲ । ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ଵ ବିଦ୍ୟାଳୟ ବିଲ । ଏହା ଦ୍ୱାରା ଗୋଟିଏ ଅନୁଷ୍ଠାନ ଅଧିନକୁ ଆସିବ ରାଜ୍ୟର ସମସ୍ତ ମେଡ଼ିକାଲ ଓ ପାରା ମେଡ଼ିକାଲ ଶିକ୍ଷାନୁଷ୍ଠାନ । ଏହି ବିଶ୍ଵ ବିଦ୍ୟାଳୟ ପ୍ରତିଷ୍ଠା ହେବା ଦ୍ୱାରା ସ୍ୱାସ୍ଥ୍ୟ କ୍ଷେତ୍ରରେ ଆହୁରି ଅଧିକ ଗବେଷଣା ହୋଇ ପାରିବ । ବସ୍ତି ବାସିନ୍ଦାଙ୍କୁ ଜଗା ଯୋଗାଇଦେବାକୁ ମଧ୍ୟ ବିଲ୍‌ ପାସ୍‌ ହୋଇଥିବା ବେଳେ ହଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ତୃତୀୟ ବିଲ । ଓଡିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ ପାରିତ । ଗୋଟିଏ ଦିନରେ ପାରିତ ହୋଇଛି ୩ଟି ବିଲ । ଆସନ୍ତା କାଲି ସକାଳ ୧୦.୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!