Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ

by ସଞ୍ଜୟ ସ୍ୱାଇଁ
May 8, 2025
in State
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ
95
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ମୁକାବିଲା ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା। ସବୁ ପ୍ରକାର ସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ବଜାରରେ ଯଥେଷ୍ଟ ପରିମାଣରେ ମହଜୁଦ ଅଛି ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ। କୌଣସି ପ୍ରକାର କଳାବଜାରୀକୁ ଦିଆଯିବନି ପ୍ରଶୟ। ସରକାରଙ୍କ ନଜରରେ ଅଛି ମାର୍କେଟ୍। ଅପରେସନ ସିନ୍ଦୂରରେ ସୀମିତ ରହିବନି ଆକ୍ସନ। ପ୍ରଧାନମନ୍ତ୍ରୀ କହିଛନ୍ତି ଆଗକୁ ନିଆଯିବ ଆହୁରି ବଡ଼ କାର୍ଯ୍ୟାନୁଷ୍ଠାନ। ସେହିପରି ମନ୍ତ୍ରୀ କହିଛନ୍ତି ଯେ, ରବି ଧାନ ପାଇଁ ପଞ୍ଜିକରଣ ସରିଛି। ଏହାପରେ ସାଟେଲାଇଟ୍ ସର୍ଭେ କରାଯିବ। ଏଥର ଆମେ ୨୦ଟି ଜିଲ୍ଲାକୁ ନେଇଛୁ। ଆଗରୁ ୧୭ ଜିଲ୍ଲାରେ ପଞ୍ଜିକରଣ ହେଉଥିଲା। ସପ୍ତାହେ ଭିତରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହେବ। ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ମଣ୍ଡି ଦାୟିତ୍ୱରେ ନୋଡାଲ ଅଫିସର ରହିବେ। ଆମର ଟାର୍ଗେଟ୍ ୧୫ ଲକ୍ଷ ମେଟ୍ରିକ୍ ଟନ୍ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରହିଛି। କଟନୀ ଛଟନୀ କରାଇ ଦିଆଯାଇ ନାହିଁ। ଅସାଧୁ ମିଲରମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!