Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୂଚନା ଅଧିକାର ଆଇନକୁ ନେଇ ଜନ ସଚେତନତା

by ସଞ୍ଜୟ ସ୍ୱାଇଁ
October 5, 2021
in State
ସୂଚନା ଅଧିକାର ଆଇନକୁ ନେଇ ଜନ ସଚେତନତା
35
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ସୂଚନା ଅଧିକାର ଆଇନ ସମ୍ପର୍କରେ ଜନସଚେତନତା ସୃଷ୍ଟି ପାଇଁ ଓଡିଶା ସୂଚନା ଅଧିକାର ଅଭିଯାନର ଭଦ୍ରକ ଶାଖା ତରଫରୁ ୫ ଦିନ ବ୍ୟାପି ଦୁର୍ନୀତି ପ୍ରତିରୋଧ ଅଭିଯାନ ଚାଲିଛି । ଅକ୍ଟୋବର ୧ ତାରିଖରୁ ଆରମ୍ଭ ଏହି ଅଭିଯାନ ଅକ୍ଟୋବର ୫ ତାରିଖ ପର୍ୟ୍ୟନ୍ତ ଚାଲିଛି । ସୂଚନା ଆଇନର ବ୍ୟାପକ ବ୍ୟବହାର ଓ ଓଡିଶାକୁ ଏକ ସ୍ୱଚ୍ଚ , ନିର୍ମଳ ଓ ଦୁର୍ନୀତିମୁକ୍ତ ରାଜ୍ୟ ଭାବେ ଗଢିବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି । ଭଦ୍ରକ ବ୍ଲକ କାର୍ୟ୍ୟାଳୟ ସମ୍ମୁଖରେ ସୂଚନା ଅଧିକାର କର୍ମୀ ମାନେ ଅଭିଯାନ ଆରମ୍ଭ କରିଛନ୍ତି । ତେବେ ଆବାହକ ପ୍ରଦୀପ ପ୍ରଧାନ ଙ୍କ ଉପରେ ହୋଇଥିବା ମିଥ୍ୟା ମକଦମାକୁ ପ୍ରତ୍ୟାହାର ଦାବି କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!