Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶୀ ତୃତୀୟ ସ୍ଥାନରେ ମୀରାବାଳା

by ସଞ୍ଜୟ ସ୍ୱାଇଁ
December 21, 2019
in Entertainment, State
ଓଡ଼ିଶୀ ତୃତୀୟ ସ୍ଥାନରେ ମୀରାବାଳା
48
VIEWS
Share on FacebookShare on Twitter

ରାଜ୍ୟ ସ୍ତରୀୟ ଯୁବ ମହୋତ୍ସବ

ନୟାଗଡ଼, (ବାଘୁଆବାର୍ତ୍ଥା) : ଭଦ୍ରକଠାରେ ରାଜ୍ୟସ୍ତରୀୟ ୨୫ତମ ଯୁବ ମହୋତ୍ସବ ୧୮ରୁ ୨୧ ତିନିଦିନ ଧରି ଅନୁଷ୍ଠିତ ହୋଇଥିଲା । ଏହି ମହୋତ୍ସବରେ ନୟାଗଡ଼ ଜିଲ୍ଲାରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶୀ ନୃତ୍ୟ ଶିଳ୍ପୀ ମୀରାବାଳା ସାମନ୍ତରାୟ ତୃତୀୟ ସ୍ଥାନ ଅଧିକାର କରିଥିବା ଜଣାପଡ଼ିଛି । ନୟାଗଡ଼ ଜିଲ୍ଲା ରଣପୁର ମହିଳା ମହାବିଦ୍ୟାଳୟର ଛାତ୍ରୀ ମୀରାବାଳା +୩ ପ୍ରଥମବର୍ଷରେ ପଢ଼ୁଥିବା ବେଳେ ତାଙ୍କ ଘର ରାଜନଗର ଗ୍ରାମରେ । କେଦାରନାଥ ସାମନ୍ତରାୟଙ୍କ ଝିଅ ମୀରାବାଳାଙ୍କ ଏହି ସଫଳତାକୁ ନେଇ ତାଙ୍କ ସହପାଠିନୀ ଏବଂ ଅଧ୍ୟାପକ, ଅଧ୍ୟାପିକା ଖୁସି ବ୍ୟକ୍ତ କରିଥିବା ବେଳେ ନୟାଗଡ଼ ଜିଲ୍ଲା କ୍ରୀଡ଼ା ଅଧିକାରିଣୀ ସୁଜାତା ସାହୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!