Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ତେଲ ବୋଝେଇ ଟ୍ୟାଙ୍କର୍

by ସଞ୍ଜୟ ସ୍ୱାଇଁ
March 12, 2025
in Accident, State
ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ତେଲ ବୋଝେଇ ଟ୍ୟାଙ୍କର୍
73
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପିପି କଲେଜ ସାମ୍ନାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଲା ତେଲ ବୋଝେଇ ଟ୍ୟାଙ୍କର୍‌ । ଘଟଣା ସ୍ଥଳରେ ନିଶ୍ଚିନ୍ତକୋଇଲି ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । କଟକ-ଚାନ୍ଦବାଲି ରାସ୍ତାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, କଟକ-ଚାନ୍ଦବାଲି ରାସ୍ତାରେ ଏକ ତେଲ ବୋଝେଇ ଟ୍ୟାଙ୍କର୍‌ ଯାଉଥିଲା । ଏହି ସମୟରେ ପିପି କଲେଜ ସାମ୍ନାରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ନିଶ୍ଚିନ୍ତକୋଇଲି ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!