Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଜଣେ ମୃତ

by ସଞ୍ଜୟ ସ୍ୱାଇଁ
December 5, 2019
in Accident, Nayagarh, State
ଦୁର୍ଘଟଣାରେ ଜଣେ ମୃତ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଟାଉନଥାନା ଅନ୍ତର୍ଗତ ମୁକ୍ତାପୁର ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଭୁକ୍ତାଭୁଇଁ ଗ୍ରାମର ଦେବରାଜ ନାୟକ । ସୂଚନାନୁସାରେ, ଦେବରାଜ ଏକ ଟ୍ରାକ୍ଟରରେ ଲେବର ଭାବେ କାମ କରୁଥିବା ବେଳେ ନୟାଗଡ଼ରେ ରହୁଥିଲେ । ଆଜି ଟ୍ରାକ୍ଟର ଗାଡ଼ିରେ କାମ କରିବା ପାଇଁ ସେ ଗାଡ଼ି ଡାଲାରେ ବସି ଯାଉଥିବା ବେଳେ ମୁକ୍ତାପୁର ନିକଟରେ ଟ୍ରାକ୍ଟରଟି ଏକ ବିଦ୍ୟୁତ ଖୁଣ୍ଟିରେ ଧକ୍କା ହୋଇ ଭାରସାମ୍ୟ ହରାଇଥିଲା । ଫଳରେ ରାସ୍ତା କଡ଼ରେ ଥିବା ଏକ ଖାଲକୁ ଗାଡ଼ି ଓଲଟିପଡ଼ିବା ଫଳରେ ଚକା ତଳେ ପଡ଼ି ଦେବରାଜ ଗୁରୁତର ହୋଇପଡ଼ିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି । ପୁଲିସ ପହଂଚି ଶବ ଜବତ କରିବା ସହ ବ୍ୟବେଚ୍ଛଦ ପାଇଁ ପଠାଇଥିବା ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!