ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀଛେଲୀ ଗ୍ରାମର ଜଣେ ବ୍ୟକ୍ତିଙ୍କ ଆଜି ବଜ୍ରପାତରେ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏହି ବ୍ୟକ୍ତି ଜଣେ ଚାଷୀ ଏବଂ ତାଙ୍କ ନାମ ପ୍ରହଲ୍ଲାଦ ଦାଶ ବୋଲି ଜଣାଯାଇଛି ।