Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ବ୍ୟକ୍ତିଙ୍କ ସନ୍ଦେହ ଜନକ ମୃତ୍ୟୁ

by Anil Panda
June 30, 2020
in Breaking, Health
ଜଣେ ବ୍ୟକ୍ତିଙ୍କ ସନ୍ଦେହ ଜନକ ମୃତ୍ୟୁ
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ସୁନାମୁହିଁ ଗ୍ରାମର ଜଣେ ବ୍ୟକ୍ତିଙ୍କ ଆଜି ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ଘଟିଛି । ଏହି ବ୍ୟକ୍ତି ଜଣଙ୍କ ଜଣେ ବ୍ୟବସାୟୀ । ସେ କିଛିଦିନ ହେବ ଅସୁସ୍ଥ ରହିଥିବା ବେଳେ ଆଜି ତାଙ୍କର ଦେହ ଭୀଷଣ ଖରାପ ହୋଇଥିଲା । ଏଣୁ ପରିବାର ଲୋକେ ତାଙ୍କୁ ପ୍ରଥମେ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିଲେ । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ଡାକ୍ତରଙ୍କ ପରାମର୍ଶରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯାଇଛି । ଏହି ବ୍ୟକ୍ତି ଜଣଙ୍କ ସୁନାମୁହିଁରୁ ଚିହ୍ନଟ ହୋଇଥିବା ବାହ୍ୟ କରୋନା ଆକ୍ରାନ୍ତଙ୍କ ନିକଟ ସଂମ୍ପର୍କୀୟ ହୋଇଥିବାରୁ ତାଙ୍କ ମୃତ୍ୟୁକୁ ନେଇ ଅଂଚଳରେ ନାନାଦି ଆଲୋଚନା ସୃଷ୍ଟି ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!