Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଟାଏ ନମ୍ବରରେ ୩ଟି ସେବା

by ସଞ୍ଜୟ ସ୍ୱାଇଁ
March 19, 2021
in Feature News, State
ଗୋଟାଏ ନମ୍ବରରେ ୩ଟି ସେବା
151
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଅଲଗା ଅଲଗା ନମ୍ବରକୁ ଆଉ ଫୋନ କରିବାକୁ ପଡିବନି । ସେଥିପାଇଁ ରାଜ୍ୟରେ ପ୍ରଚଳନ କରାଗଲା ନୂତନ ବ୍ୟବସ୍ଥା । ଗୋଟିଏ ନମ୍ବରକୁ ଲଗାଇଲେ ମିଳିବ ୩ଟି ଜରୁରୀ କାଳିନ ସେବା । ଏହି ନୂଆ ବ୍ୟବସ୍ଥାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସି ମାଧ୍ୟମରେ ସେବାର ଶୁଭାରମ୍ଭ କରିଛନ୍ତି । ନୂଆ ବ୍ୟବସ୍ଥା ପ୍ରଚଳନ ହେବା ପରେ ପୁଲିସ, ଦମକଳ ଓ ଆମ୍ବୁଲାନ୍ସ ଏହି ୩ଟି ସେବା ପାଇଁ ଗୋଟିଏ ନମ୍ବର ୧୧୨କୁ ଫୋନ କଲେ ୩ଟି ଜରୁରୀକାଳିନ ସେବା ପହଞ୍ôଚ ପାରିବା । ପୂର୍ବରୁ ଏହି ସେବା ଗୁଡିକ ପାଇବାକୁ ହେଲେ ୩ଟି ନମ୍ବରକୁ କଲ କରିବାକୁ ପଡୁଥିଲା । ଯାହାଫଳରେ ରାଜ୍ୟ ସରକାରଙ୍କ ଦୂରଦୃଷ୍ଟି ଯୋଗୁଁ ଏଥିରେ ବଡ଼ ପରିବର୍ତ୍ତନ ଆଣି ଆଜି ନୂତନ ବ୍ୟବସ୍ଥାର ଶୁଭାରମ୍ଭ କରିଥିବା ସୂଚନା ମିଳିଛି । ଏହି ସେବାରେ ମୁଖ୍ୟତଃ ମହିଳା ଓ ବରିଷ୍ଠ ନାଗରିକମାନେ ଉପକୃତ ହୋଇପାରିବେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!