Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ପାଖିଆ ପ୍ରେମ କରି ଫସିଲେ ଯୁବକ

by ସଞ୍ଜୟ ସ୍ୱାଇଁ
May 13, 2022
in State
ଏକ ପାଖିଆ ପ୍ରେମ କରି ଫସିଲେ ଯୁବକ
149
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ରଙ୍ଗ ନମ୍ବରରୁ ଏକ ପାଖିଆ ପ୍ରେମ । ଶେଷରେ ଅଶ୍ଳୀଳ ଇଙ୍ଗୀତ କରି ଫସିଲେ ଯୁବକ । ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ବରୁଣପଡା ଗାଁର ଘଟଣା । ସାରଥ ଘଡେଇ ନାମକ ଜଣେ ଯୁବକ ରଙ୍ଗ୍‌ ନମ୍ବରରେ କଲ କରି ବରୁଣ ପଡାଗ୍ରାମର ଜଣେ ମହିଳାଙ୍କ ସହ କଥାବାର୍ତ୍ତା କରୁଥିଲେ । ପରେ ବାରମ୍ବାର ଫୋନ କରି ହଇରାଣ କରିଥିଲେ । ମହିଳା ଏଥିରେ ଅତିଷ୍ଟ ହୋଇ ଯୋଜନାବଦ୍ଧ ଭାବେ ଯୁବକଙ୍କୁ ଗାଁକୁ ଡାକି ଗାଁ ଲୋକଙ୍କ ସାହାଯ୍ୟରେ ନିର୍ଧୁମ ଛେଚିଥିଲେ । ପୋଲିସ୍ ପହଂଚି ଯୁବକ ଜଣକୁ ଉଦ୍ଧାର କରି ଅଟକ ରଖି ଚଳାଇଛି ତଦନ୍ତ । ଏହା ସହ ଏକ ସ୍କୁଟି ମଧ୍ୟ୍ୟ ଜବତ କରିଛି ପୋଲିସ୍ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!