Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ୟ୍ୟାଳୟକୁ ପଠଯାଇଛି ଏକ ହଜାର ପୋଷ୍ଟକାର୍ଡ

by ସଞ୍ଜୟ ସ୍ୱାଇଁ
September 27, 2021
in State
ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ୟ୍ୟାଳୟକୁ ପଠଯାଇଛି ଏକ ହଜାର ପୋଷ୍ଟକାର୍ଡ
104
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ୟ୍ୟାଳୟକୁ ପଠଯାଇଛି ଏକ ହଜାର ପୋଷ୍ଟକାର୍ଡ । ନିକଟରେ ପ୍ରଧାନମନ୍ତ୍ରୀଙ୍କ ୭୧ ତମ ଜନ୍ମଦିବସରୁ ସେବା ସପ୍ତାହ ଭାବେ ପାଳନ କରୁଛନ୍ତି ବିଜୋପି କାର୍ୟ୍ୟକର୍ତ୍ତା । ନିଜ ଭିତରେ ଦେଶପାଇଁ ସର୍ମପଣ ମନଭାବ ଯୋଗୁଁ ଚା ବାଲାରୁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦି । ସେଥିପାଇଁ ତାଙ୍କୁ ଆନନ୍ଦପୁର ଓ ଘଷିପୁରା ନିର୍ବଚନ ମଣ୍ଡଳୀର ବିଜେପି କାର୍ୟ୍ୟକର୍ତ୍ତା ବରିଷ୍ଠ ବିଜେପି ନେତା ସମ୍ବୁନାଥ ରାଉତଙ୍କ ନେତୃତ୍ୱରେ ଏକତ୍ରିତ ହୋଇ ପ୍ରଧାନମନ୍ତ୍ରୀଙ୍କୁ ପୋଷ୍ଟକାର୍ଡରେ ଧନ୍ୟବାଦ ବାର୍ତ୍ତା ଲେଖି ଏକ ହଜାର ପୋଷ୍ଟକାର୍ଡ ସ୍ଥାନୀୟ ଶାଳପଡା ଡାକଘରୁ ପିଏମ୍ଓ କାର୍ୟ୍ୟାଳୟକୁ ପଠାଇଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!