Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୱେବସାଇଟରେ ମିଳିବ କୋଭିଡ୍ ଟେଷ୍ଟ ରିପୋର୍ଟ

by ସଞ୍ଜୟ ସ୍ୱାଇଁ
May 22, 2021
in Feature News, State
ୱେବସାଇଟରେ ମିଳିବ କୋଭିଡ୍ ଟେଷ୍ଟ ରିପୋର୍ଟ
114
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ମହାମାରୀ କରୋନା ହୁ ହୁ ହୋଇ ବଢିଚାଲିଛି । କୋଭିଡ୍ ଟେଷ୍ଟକୁ ବଢାଇବା ସହିତ ଜନସାଧାରଣ ରିପୋର୍ଟ କେମିତି ସହଜରେ ପାଇ ପାରିବେ ତାହାକୁ ନେଇ ଅନେକ ପଦକ୍ଷେପ ଗ୍ରହଣ କରି ରାଜ୍ୟ ସରକାର । ଏଣିକି ଅନଲାଇନ୍ ୱେବସାଇଟରେ କରୋନା ଟେଷ୍ଟ ରିପୋର୍ଟ ମିଳିବ । ଏ ସଂପର୍କରେ ସମସ୍ତ ସୁବିଧା ୱେବସାଇଟ୍ ଉପଲବ୍ଧ ହେବା ନେଇ ସୂଚନା ଦିଆଯାଇଛି । ଉଭୟ ଆଣ୍ଟିଜେନ୍ ଓ ଆରଟିପିସିଆର ଟେଷ୍ଟ ରିପୋର୍ଟ ୱେବସାଇଟରେ ମିଳିବ । ନୂତନ ବ୍ୟବସ୍ଥା ନେଇ ସୂଚନା ପ୍ରଯୁକ୍ତି ବିଭାଗର ସଚିବ ମନୋଜ ମିଶ୍ର ଆଜି ସୂଚନା ଦେଇଛନ୍ତି । ୱେବସାଇଟ୍ ହେଲା statedashboard.odisha.gov.in ଓ covid19odisha.gov.in ବ୍ୟବସ୍ଥା କରାଯାଇଛି । ୱେବସାଇଟକୁ ଯାଇ know your test report ଉପରେ କ୍ଲିକ୍ କେଲ ଏହା ପରେ ନମୂନା ସଂଗ୍ରହ ବେଳେ ଦେଇଥିବା ନିଜ ମୋବାଇଲ୍ ନମ୍ବର ଦେଇ କ୍ଲିକ୍ କଲେ ଏକ ଓଟିପି ଆସିବ । ଓଟିପିକୁ ସମ୍ବିଟ୍ କଲା ପରେ ଟେଷ୍ଟ ରିପୋର୍ଟ ସାଇଟରେ ଦେଖାଯିବ । ଟେଷ୍ଟ ଲ୍ୟାବରୁ ଗହଳି କମାଇବା ପାଇଁ ସ୍ୱାସ୍ଥ୍ୟ ଓ ଆଇଟି ବିଭାଗ ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!