Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖବର କାଗଜ ବିତରକ କଲ୍ୟାଣ ଟ୍ରଷ୍ଟ କାର୍ଯ୍ୟାଳୟ ଉଦଘାଟିତ

by ସଞ୍ଜୟ ସ୍ୱାଇଁ
January 29, 2025
in Nayagarh, State
ଖବର କାଗଜ ବିତରକ କଲ୍ୟାଣ ଟ୍ରଷ୍ଟ କାର୍ଯ୍ୟାଳୟ ଉଦଘାଟିତ
144
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲା ସଦର ମହକୁମା ରେ କାର୍ଯ୍ୟରତ ୩୫ ଜଣ ଖବର କାଗଜ ବିତରକ ମାନଙ୍କୁ ନେଇ ଖବର କାଗଜ ବିତରକ କଲ୍ୟାଣ ଟ୍ରଷ୍ଟ ନାମରେ ଏକ ସଙ୍ଘ ଗଠନ ପରେ ବୁଧବାର ଅପରାହ୍ନ ରେ କଲେଜ ପୁରୁଣା ଛାତ୍ର ବାସ ରୋଡ଼ ସ୍ଥିତ ଏକ ଭଡା ଘରେ ଟ୍ରଷ୍ଟ ର କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ର ସଭାପତି ତଥା ଉକ୍ତ ଟ୍ରଷ୍ଟ ର ମୁଖ୍ୟ ଉପଦେଷ୍ଟା ପ୍ରମୋଦ ପଟ୍ଟନାୟକ କାର୍ଯ୍ୟାଳୟ କୁ ଉଦଘାଟନ କରିବା ସଂଗେ ସଂଗେ ଖବର କାଗଜ ଏବଂ ଖବର କାଗଜ ବିତରକ ଗୋଟିଏ ମୁଦ୍ରା ର ଦୁଇଟି ପାର୍ଶ୍ଵ ବୋଲି କହିଥିଲେ । ଉଭୟ ଙ୍କ ମଧ୍ୟ ରେ ଉତ୍ତମ ସମନୁୟ ଏବଂ ବୁଝାମଣl ରହିଲେ ସଙ୍ଘ ଆଗକୁ ବଢିବ ବୋଲି ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟ ରେ ଜିଲ୍ଲା ସାମ୍ବାଦିକ ସଙ୍ଘ ର କାର୍ଯ୍ୟକାରୀ ସଭାପତି ପ୍ରଗତିବାଦୀ ଜିଲ୍ଲା ପ୍ରତିନିଧି ତଥା ଅନ୍ୟତମ ଉପଦେଷ୍ଟା ସୁବାସଚନ୍ଦ୍ର ମହାପାତ୍ର, ଉପଦେଷ୍ଟା ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ଖବର କାଗଜ ବିତରକ ସଙ୍ଘ ର ସଭାପତି କାଶୀନାଥ ମିଶ୍ର, ସମ୍ପାଦକ ବୈକୁଣ୍ଠନାଥ ନାୟକ, କୋଷାଧକ୍ଷ ପ୍ରଫୁଲ କୁମାର ମହାପାତ୍ର, ଯୁଗ୍ମ ସମ୍ପାଦକ ଜଗନ୍ନାଥ ଆଚାର୍ଯ୍ୟ, ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରେ ଏକତା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ବର୍ଷିଆନ ବିତରକ ସନ୍ତୋଷ କୁମାର ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!