Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୂର୍ଗାପୂଜା ଛୁଟି ପରେ ଅନ୍ୟ ଶ୍ରେଣୀ ଗୁଡିକ ପାଇଁ ଖୋଲିପାରେ ସ୍କୁଲ

by ସଞ୍ଜୟ ସ୍ୱାଇଁ
October 14, 2021
in Education, State
ଦୂର୍ଗାପୂଜା ଛୁଟି ପରେ ଅନ୍ୟ ଶ୍ରେଣୀ ଗୁଡିକ ପାଇଁ  ଖୋଲିପାରେ ସ୍କୁଲ
349
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦୂର୍ଗାପୂଜା ଛୁଟି ପରେ ଅନ୍ୟ ଶ୍ରେଣୀ ଗୁଡିକ ପାଇଁ ସ୍କୁଲ ଖୋଲିପାରେ । ଏନେଇ ସଙ୍କେତ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ସେ କହିଛନ୍ତି ଯେ ଆଶା କରିବା ପୂଜା ଛୁଟି ପରେ ସ୍ଥିତିରେ ସୁଧାର ଆସିବ ଏବଂ ଅନ୍ୟ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ । ସ୍କୁଲ ଖୋଲିବା ପର୍ୟ୍ୟନ୍ତ ଅନଲାଇନରେ କ୍ଲାସ୍ ଚାଲିବ ବୋଲି ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । ହେଲେ ଏ ସମ୍ପର୍କରେ ଏପର୍ୟ୍ୟନ୍ତ ଗାଇଡ ଲାଇନ ଆସିନାହିଁ। ଆସିଲେ ନିଶ୍ଚିନ୍ତ ଘୋଷଣା କରାଯିବ ବୋଲି ସେ କହିଛନ୍ତିା ଅଭିଭାବକ ମାନେ ପିଲାମାନଙ୍କୁ ଧ୍ୟାନ ରଖିବା ଦରକାର ବୋଲି ସେ କହିଛନ୍ତି ।ତେବେ ମୋବାଇଲ୍ ଫୋନ୍ର ଯେଉଁଭଳି ଦୁରୂପଯୋଗ ନହେବ ଅଭିଭାବକମାନେ ସଜାଗ ରହିବାକୁ ମନ୍ତ୍ରୀ ଶ୍ରୀ ଦାଶ ପରାମର୍ଶ ଦେଇଛନ୍ତି। ଗଣମାଧ୍ୟମରେ ମଧ୍ୟ ମୋବାଇଲ ଦୂରୁପଯୋଗ ନକରିବା ଲାଗି ସଚେତନ କରାଯାଉଛି । ଅଭିଭାବକ ମାନେ ମଧ୍ୟ ଚିନ୍ତିତ ଅଛନ୍ତି । ସ୍କୁଲ ଆରମ୍ଭ ହେବା ପରେ ପିଲାମାନେ ମୋବାଇଲ ଦେଖିବାରୁ ନିବୃତ୍ତ ରହିବେ ବୋଲି ଆଶା କରିଛନ୍ତି ଶିକ୍ଷାମନ୍ତ୍ରୀ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!