ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ବିଦ୍ୟାଳୟ ଗୁଡ଼ିକ ଗ୍ରୀଷ୍ମ ଛୁଟି ପରେ ଜୁନ ୨୧ ତାରିଖରେ ଖୋଲିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।