Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୋଲି ପାଇଁ ନିର୍ଦ୍ଦେଶନାମା, ହେଡ୍‌କ୍ୱାଟର ଛାଡି ପାରିବେ ନାହିଁ ଅଫିସର

by ସଞ୍ଜୟ ସ୍ୱାଇଁ
March 13, 2025
in State
ବର୍ଷାରେ ଭିଜିବ ହୋଲି
129
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଜିଲାରେ ହୋଲି ପାଇଁ ଗୁରୁବାର ଏକ କଡ଼ା ନିର୍ଦ୍ଦେଶନାମା ଜାରି କରାଯାଇଛି। ଭଦ୍ରକ ଜିଲାପାଳ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାସ୍ତରୀୟ ଅଫିସରଙ୍କୁ ହେଡ୍‌କ୍ୱାଟର ନ ଛାଡ଼ିବାକୁ ଏହି ନିର୍ଦ୍ଦେଶନାମାରେ କୁହାଯାଇଛି। ମାର୍ଚ୍ଚ ୧୪ରୁ ୧୬ ୩ଦିନ ଛୁଟି ପଡୁଥିବାରୁ ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ତହସିଲଦାର ଏବଂ ବିଡିଓଙ୍କୁ ଜିଲାପାଳ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଏପରିକି ଆଇନଶୃଙ୍ଖଳା ସହ ଜଡ଼ିତ ଅଫିସରଙ୍କୁ ମଧ୍ୟ ହେଡ୍‌କ୍ୱାଟର ଛାଡ଼ିବାକୁ ମନା କରାଯାଇଛି। ସାମ୍ପ୍ରଦାୟିକ ଏବଂ ଆଇନଶୃଙ୍ଖଳାକୁ ଦୃଷ୍ଟି ରଖି ଜିଲାପାଳ ଏହି ନିର୍ଦ୍ଦେଶମାନା ଜାରି କରିଛନ୍ତି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!