Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ଟି ଘରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍

by ସଞ୍ଜୟ ସ୍ୱାଇଁ
May 28, 2025
in Crime, State
୨ଟି ଘରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍
29
VIEWS
Share on FacebookShare on Twitter

ଅଳତୀ, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅଳତୀ ଗାଁରେ ଲୁଟ୍ । ଅଳତୀ ଗାଁର ମଦନମୋହନ ବରାଳ ଓ ଲକ୍ଷ୍ମଣ ବରାଳଙ୍କ ଘରୁ ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ପୋଲିସ । ସୂଚନା ଅନୁସାରେ, ମଦନମୋହନ ବରାଳଙ୍କ ପରିବାରଲୋକେ ପୁରୀ ଯାଇଥିବା ବେଳେ ବଡପୁଅ ସଞ୍ଜୟ ବରାଳ ଓ ତାଙ୍କ ସ୍ତ୍ରୀ ଘରେ ଥିଲେ । ଉଭୟ ରାତିରେ ଖାଇପିଇ ଶୋଇଥିଲେ । ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ସଞ୍ଜୟଙ୍କ ଶୋଇବା ଘରକୁ ବାହାର ପଟୁ ତାଲା ମାରି ଦେଇଥିଲା । ପରେ ଘରେ ଥିବା ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍ କରିନେଇଥିଲେ । ପରେ ଏନେଇ ଥାନାରେ ଅଭିଯୋଗ ହୋଇଛି । ସେହିଭଳି ଅଳତୀ ଗାଁର ଲକ୍ଷ୍ମଣ ବରାଳଙ୍କ ଘରୁ ମଧ୍ୟ ଲୁଟ୍ ହୋଇଛି । ଲକ୍ଷ୍ମଣ ବରାଳର ମାଆ ଘରେ ଶୋଇଥିବୋ ବେଳେ କେହି ଦୁର୍ବୃତ୍ତ ଘରେ ପଶି ଦୁଇଟି ଲୁହା ଆଟାଜ ଲୁଟି ନେଇଥିଲେ । ଯେଉଁଥିରେ ୪ ହଜାର ଟଙ୍କା ସହ ବହୁ ଅତ୍ୟାବଶ୍ୟକ କାଗଜପତ୍ର ରହିଥିବା ନେଇ ଅଭିଯୋଗ ହୋଇଛି । ଉଭୟ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଚଳାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!