Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

OSRTC ବସ୍ ଦୁର୍ଘଟଣା, ଅନେକ ଯାତ୍ରୀ ଆହାତ

by ସଞ୍ଜୟ ସ୍ୱାଇଁ
February 22, 2025
in Accident, State
OSRTC ବସ୍ ଦୁର୍ଘଟଣା, ଅନେକ ଯାତ୍ରୀ ଆହାତ
91
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡା ଥାନା ୧୦ ନମ୍ବର (କ) ରାଜ୍ୟ ରଜପଥ ମୁଚୁରିନାଳି ଗ୍ରାମ ନିକଟରେ ବସ୍ ଦୁର୍ଘଟଣା। OSRTC ଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ, ୨୦ ଯାତ୍ରୀ ଆହାତ । ଆହାତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ସୁନ୍ଦରଗଡ଼ରୁ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ପୁରୀ ଯାଉଥିବା OSRTC ଜଗନ୍ନାଥ ବସ ମଧ୍ୟରାତ୍ରୀରେ ଭାରସାମ୍ୟ ହରାଇ ଏକ 33 KV ବିଦ୍ୟୁତ ଖୁଣ୍ଟିକୁ ଧକ୍କା ଦେଇ ଖସିପଡିଥିଲା। ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଥିଲେ। ଆହତମାନଙ୍କୁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯିବା ସହ ଗୁରୁତରଙ୍କୁ ରାଉରକେଲାକୁ ପଠାଯାଇଛି। ବିଦ୍ୟୁତ୍ ଖୁଣ୍ଟରେ ବସ ଧକ୍କା ଦେବାରୁ କିଛି ଯାତ୍ରୀଙ୍କୁ ବିଦ୍ୟୁତ୍ ଆଘାତ ହୋଇଥିବା ସୂଚନା ମିଳିଛି। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅନ୍ୟ ଯାତ୍ରୀଙ୍କୁ ଅଲଗା ବସରେ ପଠାଇ ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!