Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ମିଶନ ଅକ୍ସିଜେନ୍‌’: ନ୍ୟାସନାଲ୍‌ ଜିଓଗ୍ରାଫିରେ ନବୀନଙ୍କୁ ପ୍ରଶଂସା

by ସଞ୍ଜୟ ସ୍ୱାଇଁ
July 3, 2021
in Health, Planning and Development, State
‘ମିଶନ ଅକ୍ସିଜେନ୍‌’: ନ୍ୟାସନାଲ୍‌ ଜିଓଗ୍ରାଫିରେ ନବୀନଙ୍କୁ ପ୍ରଶଂସା
125
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅନ୍ତର୍ଜାତୀୟ ଚ୍ୟାନେଲ ନ୍ୟାସନାଲ ଜିଓଗ୍ରାଫିରେ ନବୀନଙ୍କୁ ପ୍ରଶଂସା । ସଂକ୍ରମଣ ସଙ୍କଟରେ ସାରା ଦେଶକୁ ସଞ୍ଜୀବନୀ ବାଣ୍ଟିଛି ଓଡ଼ିଶା । ସଙ୍କଟମୋଚକ ସାଜିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ଦ୍ୱିତୀୟ ଲହରରେ ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ ସଙ୍କଟ ଦେଖା ଦେଇଥିବା ବେଳେ ଓଡ଼ିଶା ସରକାର ଅକ୍ସିଜେନ୍‌ ବାଣ୍ଟି ବହୁ ମୂଲ୍ୟବାନ ଜୀବନ ବଞ୍ଚାଇଛନ୍ତି । ଗତ ଦୁଇ ମାସ ମଧ୍ୟରେ ୧୭ ରାଜ୍ୟକୁ ୩୧ ହଜାର ୨୫୫ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ୍‌ ଯୋଗାଇ ଦିଆଯାଇଛି । ଯେଉଁଥିପାଇଁ ଆଜି ଅନ୍ତର୍ଜାତୀୟ ଚ୍ୟାନେଲରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରାଯାଇଛି । ବାତ୍ୟା ‘ୟାସ୍‌’ ସମୟରେ ମଧ୍ୟ ଅକ୍ସିଜେନ୍‌ ଯୋଗାଣ ଅବ୍ୟାହତ ରହିଥିଲା । ଓଡ଼ିଶା ବାତ୍ୟା ସହ ଲଢ଼ୁଥିବା ବେଳେ ବି ଭୁଲି ନଥିଲା ମାନବିକତା । କରୋନା ଯୁଦ୍ଧ କେବଳ ରାଜ୍ୟ ଭିତରେ ସୀମିତ ନଥିଲା । ସାରା ଦେଶକୁ ଅକ୍ସିଜେନ୍‌ ଯୋଗାଇ ରାଷ୍ଟ୍ରନାୟକ ସାଜିଛନ୍ତି ନବୀନ । ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ଅନ୍ତର୍ଜାତୀୟ ଚ୍ୟାନେଲ୍‌ ନ୍ୟାସନାଲ୍‌ ଜିଓଗ୍ରାଫି ପ୍ରଶଂସା କରିବା ସହ ଏହାର ଡକ୍ୟୁମେଣ୍ଟେସନ୍‌ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!