Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟୋକିଓ ଅଲମ୍ପିକ୍ସରେ ଅଭିଯାନ ଆରମ୍ଭ କରିଛନ୍ତି ଭାରତୀୟ ପି.ଭି.ସିନ୍ଧୁ

by ସଞ୍ଜୟ ସ୍ୱାଇଁ
July 25, 2021
in NATIONAL NEWS, Sports, WORLD
ଟୋକିଓ ଅଲମ୍ପିକ୍ସରେ ଅଭିଯାନ ଆରମ୍ଭ କରିଛନ୍ତି ଭାରତୀୟ ପି.ଭି.ସିନ୍ଧୁ
97
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଅଲିମ୍ପିକ୍ସରେ ଗ୍ରୁପ୍ ମ୍ୟାଚରେ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି ଭାରତୀୟ ସଟଲର ପି. ଭି. ସିନ୍ଧୁ । ଗ୍ରୁପ-ଜିର ପ୍ରଥମ ମୁକାବିଲାକୁ ସେ ଜିତି ନେଇଛନ୍ତି । ଇସ୍ରାଏଲର ସୋନିଆ ପୋଲିକାରପୋଓ୍ୱାଙ୍କୁ ୨୧-୭, ୨୧-୧୦ ସେଟରେ ହରାଇଛନ୍ତି । ମାତ୍ର ୨୯ ମିନିଟ ଲଢ଼େଇ ବାଜି ମାରିଛନ୍ତି ପି. ଭି. ସିନ୍ଧୁ । ଆସନ୍ତା ୨୭ ତାରିଖରେ ହଂକଂର ଚୁଙ୍ଗ ଏନଗାନଙ୍କ ସହ ପି. ଭି. ସିନ୍ଧୁଙ୍କ ମୁକାବିଲା ରହିଛି । ମହିଳା ବ୍ୟାଡମିଣ୍ଟନରେ ଏକମାତ୍ର ଖେଳାଳି ଭାବରେ ସେ ଟୋକିଓ ଅଲିମ୍ପିକ୍ସରେ ଭାରତରୁ ପ୍ରତିନିଧିତ୍ୱ କରୁଛନ୍ତି । ବିଶ୍ୱ ରାଙ୍କିଂରେ ୭ ନମ୍ବରରେ ଅଛନ୍ତି ସିନ୍ଧୁ । ଏଥର ତାଙ୍କ ପାଖରୁ ପଦକ ଆଶା ରଖିଛି ଭାରତ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!