Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଡୋଶୀକୁ କଟୁରୀରେ ହାଣି ହତ୍ୟା

by ସଞ୍ଜୟ ସ୍ୱାଇଁ
May 11, 2025
in Crime, State
ପଡୋଶୀକୁ କଟୁରୀରେ ହାଣି ହତ୍ୟା
30
VIEWS
Share on FacebookShare on Twitter

ବଣାଇ, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ସାନଜଲ ଗାଁରେ ଅଭାବନୀୟ ଘଟଣା । ପୂର୍ବଶତ୍ରୁତାକୁ ଘଟିଛି ହତ୍ୟାକାଣ୍ଡ । କଟୁରୀରେ ହାଣି ପଡୋଶୀକୁ ହତ୍ୟା ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । ଖବର ଅନୁଯାୟୀ, ସାନଜଲ ଗାଁର ଶୁକ ଦେହୁରୀ ଏବଂ ଦୋଳ ନାଏକଙ୍କ ମଧ୍ୟରେ ପୂର୍ବଶତ୍ରୁତାକୁ ନେଇ ବିବାଦ ଲାଗିରହିଥିଲା । ଯାହାର ପରିଣତି ଏବେ ହତ୍ୟାକାଣ୍ଡ । ମହୁଲପଦ ସାନଜଲ ଗାଁର ଦୋଳ ନାଏକକୁ କଟୁରୀରେ ହାଣି ହତ୍ୟା କରିଛନ୍ତି ପଡୋଶୀ ଶୁକ ଦେହୁରୀ। ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି । ଏହାସହ ଅଭିଯୁକ୍ତ ପଡୋଶୀ ଶୁକ ଦେହୁରୀକୁ ଅଟକ ରଖି ଜେରା କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!