Sunday, December 14, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ପଖାଳ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

by ସଞ୍ଜୟ ସ୍ୱାଇଁ
March 20, 2022
in State
ବିଶ୍ୱ ପଖାଳ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
42
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଆ ଘରର ପ୍ରିୟ ଖାଦ୍ୟ ପଖାଳ । ଗରିବ ଦିନ ମଜୁରିଆଠାରୁ ଆରମ୍ଭ କରି ବଡ଼ବଡିଆ ସମସ୍ତଙ୍କ ପ୍ରିୟ ଖାଦ୍ୟ ପଖାଳ । କୁଡିଆ ଘର ହେଉ କି ସୌଖିନ ହୋଟେଲ ସବୁଠି ପ୍ରସ୍ତୁତ ହେଉଛି ପଖାଳ । ଆଜି ବିଶ୍ବ ପଖାଳ ଦିବସ । ନେତାମାନେ ପଖାଳ ଦିବସରେ ପଖାଳ ଖାଇ ଶୁଭେଛା ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖୁବ ଆନନ୍ଦର ସହ ପଖାଳ ଖାଇ ବିଶ୍ବ ପଖାଳ ଦିବସ ପାଳିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପଖାଳ ଖାଇ ବିଶ୍ବ ପଖାଳ ଦିବସ ପାଳିଛନ୍ତି । ପଖାଳ ଖାଇ ସୋସିଆଲ ମିଡିଆରେ ଫଟୋ ସେୟାର କରି ଲେଖିଛନ୍ତି ଆମ ଓଡିଆ ଲୋକଙ୍କ ପ୍ରିୟ ଖାଦ୍ୟ ପାଖାଳ ଖାଇ ବହୁତ ଖୁସି ଲାଗୁଛି । ମତେ ପଖାଳ ଖାଇବାକୁ ବହୁତ ଭଲ ଲାଗେ । ପଖାଳ ସହିତ ଅନ୍ୟ ସୁସ୍ବାଦୁ ଓଡିଆ ଖାଦ୍ୟର ସ୍ବାଦ ବାସ୍ତବରେ ଅତୁଳନୀୟ । ଏହାପୂର୍ବରୁ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍‌ କରି ପଖାଳ ଦିବସର ଶୁଭେଚ୍ଛା ଜଣାଇଥିଲେ । ଲେଖିଥିଲେ ଆମ ଓଡ଼ିଆଙ୍କ ଜନଜୀବନରେ ପାରମ୍ପରିକ ଖାଦ୍ୟ ‘ପଖାଳର ସ୍ଥାନ ସ୍ବତନ୍ତ୍ର । ଏହା କେବଳ ଆମ ପାଇଁ ଏକ ଖାଦ୍ୟ ନୁହେଁ ବରଂ ଖାଦ୍ୟ ପାଇଁ ଥିବା ଆମର ଭଲ ପାଇବା, ଶ୍ରଦ୍ଧା ଓ ସଦିଚ୍ଛାର ନିଚ୍ଛକ ପ୍ରମାଣ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!