Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ମହିଳାଙ୍କୁ ପୋଲିସ ପକ୍ଷରୁ ନୋଟିସ୍

by ସଞ୍ଜୟ ସ୍ୱାଇଁ
April 29, 2025
in State
ପାକିସ୍ତାନ ମହିଳାଙ୍କୁ ପୋଲିସ ପକ୍ଷରୁ ନୋଟିସ୍
58
VIEWS
Share on FacebookShare on Twitter

ବ୍ରହ୍ମପୁର,(ବାଘୁଆବାର୍ତ୍ତା): ବ୍ରହ୍ମପୁରରେ ରହୁଥିବା ପାକିସ୍ତାନ ମହିଳାଙ୍କୁ ପୋଲିସ ପକ୍ଷରୁ ନୋଟିସ୍ । ଟାଉନ ଥାନା ମିଲିଟାରୀ ଲାଇନ ସ୍ଥିତ ରହୁଥିବା ପାକିସ୍ତାନ ମହିଳାଙ୍କୁ ନୋଟିସ୍ । ପାକିସ୍ତାନ ମହିଳା ଜଣକ ହେଲେ ମିଲିଟାରୀ ଲାଇନ ବଡ ମସଜିଦ ସାହିର ରାହିମା ଆରା । ରାହିମା ଦୀର୍ଘ ୨୫ ବର୍ଷ ହେଲା ଓଡ଼ିଶାରେ ରହି ଆସୁଛନ୍ତି । କିଛି ବର୍ଷ ପୂର୍ବେ ରାହିମାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇସାରିଛି । ରାହିମାଙ୍କ ତିନି ଝିଅ ଥିବା ବେଳେ ସେ ଟାଟା ନଗରରେ ଥିବା ନିଜର ଝିଅ ଜ୍ବାଇଁ ପାଖରେ ରହୁଛନ୍ତି। ବ୍ରହ୍ମପୁରରେ ରହୁଥିବା ତାଙ୍କ ପରିବାର ଲୋକଙ୍କୁ ନୋଟିସ୍ ଜାରି କରିଛି ପୋଲିସ । ରାହିମା ପାକିସ୍ତାନୀ ଥିବା ବେଳେ ତାଙ୍କ ସ୍ବାମୀ ଭାରତୀୟ ଥିଲେ । ବିବାହ ପରେ ରାହିମା ନିଜ ସ୍ବାମୀଙ୍କ ସହ ଭାରତ ଆସିଥିଲେ । ଭାରତରେ ଅବସ୍ଥାନ କରିବାକୁ ତାଙ୍କ ନିକଟରେ ଥିବା ଭିସା ଓ ଏହାର ଅବଧି ସମ୍ବନ୍ଧରେ ପୋଲିସ ଯାଞ୍ଚ କରୁଛି।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!