Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ଉପରେ ଆକ୍ରମଣ କରୁଛି ବେଲୁଚିସ୍ତାନର ଆତଙ୍କବାଦୀ ସଂଗଠନ

by ସଞ୍ଜୟ ସ୍ୱାଇଁ
March 26, 2024
in WORLD
ପାକିସ୍ତାନ ଉପରେ ଆକ୍ରମଣ କରୁଛି ବେଲୁଚିସ୍ତାନର ଆତଙ୍କବାଦୀ ସଂଗଠନ
120
VIEWS
Share on FacebookShare on Twitter

ପାକିସ୍ତାନ, (ବାଘୁଆବାର୍ତ୍ତା): ପାକିସ୍ତାନରେ ଥମୁନି ଆକ୍ରମଣ । ପୋର୍ଟ ପରେ ଏବେ ଏୟାରବେସକୁ ଟାର୍ଗେଟ କରିଛନ୍ତି ବେଲୁଚିସ୍ତାନର ଆତଙ୍କବାଦୀ ସଂଗଠନ । ବେଲୁଚିସ୍ତାନ ଲିବରେସନ ଆର୍ମି ପକ୍ଷରୁ ପାକିସ୍ତାନର ଦ୍ୱିତୀୟ ସବୁଠୁ ବଡ଼ ନେବଲ ଏୟାରବେସ୍ ଉପରେ ବଡ଼ ଧରଣର ଆକ୍ରମଣ କରାଯାଇଛି । ବି.ଏଲ.ଏ ମଜିଦ ବିଗ୍ରେଡର ଆତଙ୍କବାଦୀମାନେ ଏୟାର ବେସରେ ପ୍ରବେଶ କରିବା ସହ ବିସ୍ଫୋରଣ କରିଛନ୍ତି । ଏଥିସହ ଆଖିବୁଜା ଗୁଳି ଚାଳନା ମଧ୍ୟ କରାଯାଇଛି । ଏହି ଆକ୍ରମଣରେ ମୃତାହତ ନେଇ କୌଣସି ସୂଚନା ମିଳି ନଥିବା ବେଳେ ଏଥିପାଇଁ ବେଲୁଚିସ୍ତାନ ଲିବରେସନ ଆର୍ମୀ ନିଜକୁ ଦାୟୀ କରିଛି । ବେଲୁଚିସ୍ତାନରେ ଚୀନର ନିବେଶକୁ ବିରୋଧ କରି ଆସୁଛି ଏହି ସଂଗଠନ । ଯାହାକୁ ନେଇ ପାକିସ୍ତାନ ଉପରେ ବାରମ୍ବାର ଆକ୍ରମଣ କରାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!