Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନରେ ଫ୍ରାନ୍ସ ବିରୋଧୀ ହିଂସା, ୧୩ ମୃତ

by ସଞ୍ଜୟ ସ୍ୱାଇଁ
April 15, 2021
in NATIONAL NEWS
ପାକିସ୍ତାନରେ ଫ୍ରାନ୍ସ ବିରୋଧୀ ହିଂସା, ୧୩ ମୃତ
157
VIEWS
Share on FacebookShare on Twitter

ଇସଲାମାବାଦ ,(ବାଘୁଆବାର୍ତ୍ତା): ପାକିସ୍ତାନରେ ଫ୍ରାନ୍ସ ବିରୋଧୀ ହିଂସା ଗୁରୁତର ଆକାର ଧାରଣ କରିଛି । ଗତ ସୋମବାରଠାରୁ ଆରମ୍ଭ ହୋଇଥିବା ହିଂସା ଧୀରେ ଧୀରେ ପାକିସ୍ତାନର ବିଭିନ୍ନ ସହରକୁ ବ୍ୟାପିବାରେ ଲାଗିଛି । ଏହି ହିଂସାକାଣ୍ଡ ଯୋଗୁଁ ପୁଲିସ ଗୁଳିରେ ୧୨ ଜଣ ଆନ୍ଦୋଳନକାରୀ ମୃତ୍ୟୁବରଣ କରିଥିବାବେଳେ ଜଣ ପୁଲିସ କର୍ମୀ  ନିହତ ହୋଇଛନ୍ତି ଓ ପ୍ରାୟ ୪୦ ଜଣ ଆହତ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଫ୍ରାନ୍ସ ସରକାର ପାକିସ୍ତାନରେ ଥିବା ନିଜର ନାଗରିକ ଓ କମ୍ପାନି କର୍ମଚାରୀମାନଙ୍କୁ ତୁରନ୍ତ ପାକିସ୍ତାନ ଛାଡ଼ିବାକୁ ପରାମର୍ଶ ଜାରି କରିଛନ୍ତି । ବିଭିନ୍ନ ବ୍ୟବସାୟିକ ବିମାନରେ ଫ୍ରାନ୍ସ ନାଗରିକମାନଙ୍କୁ ଫ୍ରାନ୍ସ ନିଆଯିବ । ପାକିସ୍ତାନରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟଦୂତଙ୍କୁ ବହିଷ୍କାର କରିବା ସହ ଫ୍ରାନ୍ସ ସହ ବାଣିଜ୍ୟ କାରବାର ବନ୍ଦ କରିବାକୁ ମୌଳବାଦୀ ସଂସ୍ଥା ତେହେରିକ-ଇ-ଲବାଇବ ପାକିସ୍ତାନ (ଟିଏଲପି) ପକ୍ଷରୁ ଦେଶବ୍ୟାପି ଏହି ଆନ୍ଦୋଳନ କରାଯାଉଛି । ଗତ ବର୍ଷ ଫ୍ରାନ୍ସର ପ୍ୟାରିସଠାରେ ପ୍ରକାଶିତ ବିବାଦୀୟ କାର୍ଟୁନକୁ ଟିଏଲପି ପକ୍ଷରୁ ବିରୋଧ କରାଯାଉଛି । ଏହି କାର୍ଟୁନରେ ଇସଲାମର ଅବମାନନା କରାଯାଇଥିବା କୁହାଯାଉଛି । ଏହି ହିଂସା ପରେ ପାକିସ୍ତାନ ସରକାର ଟିଏଲପିକୁ ନିଷିଦ୍ଧ ଘୋଷଣା କରିବା ସହ ଏହାର ମୁଖ୍ୟ ସାଦ୍ ହୁସେନ ରିଜଭିଙ୍କୁ ଗିରଫ କରିଛି । ଗତ ନଭେମ୍ବର ମାସରେ ବି ଟିଏଲପି ପକ୍ଷରୁ ପାକିସ୍ତାନରେ ହିଂସାତ୍ମକ ଆନ୍ଦୋଳନ କରାଯାଇଥିଲା ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!