Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ସୀମାରେ ଆଉ ଏକ ସୁଡ଼ଙ୍ଗ

by ସଞ୍ଜୟ ସ୍ୱାଇଁ
January 23, 2021
in NATIONAL NEWS
ପାକିସ୍ତାନ ସୀମାରେ ଆଉ ଏକ ସୁଡ଼ଙ୍ଗ
202
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ପାକିସ୍ତାନ ସୀମାରେ ଆଉ ଏକ ସୁଡ଼ଙ୍ଗ ଥିବା ଆଜି ଠାବ କରିଛି ଭାରତୀୟ ସେନା । ଭାରତ-ପାକିସ୍ତାନ ସୀମାରୁ ୧୦ଦିନ ବ୍ୟବଧାନରେ ଆଜି ପୁଣି ଭରତୀୟ ଯବାନମାନେ ବଡ଼ ସୁଡ଼ଙ୍ଗ ଠାବ କରିଛନ୍ତି । ଭାରତୀୟ ଯବାନମାନେ ଜମ୍ମୁ-କାଶ୍ମୀରର କଠୁଆ ଜିଲ୍ଲା ଅନ୍ତର୍ଗତ ଭାରତ-ପାକିସ୍ତାନ ସୀମାରୁ ସୁଡ଼ଙ୍ଗ ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ଉକ୍ତ ଅ ଳରେ କଡ଼ାକଡ଼ି କରାଯାଇଛି । ଏହି ସୁଡ଼ଙ୍ଗଟିର ଗୋଟିଏ ମୁହଁ ଭାରତ ପଟକୁ ଥିବା ବେଳେ ଅନ୍ୟଟି ପାକିସ୍ତାନ ମୁହାଁ ହୋଇଛି । ଏହି ସୁଡ଼ଙ୍ଗଟି ୩୦ଫୁଟ୍ ଗଭୀରତାରେ ୧୫୦ମିଟର ଲମ୍ବାରେ ୩ମିଟର ଓସାର ବିଶିଷ୍ଟ ଏହି ସୁଡ଼ଙ୍ଗ ହୋଇଥିବା ଲକ୍ଷ କରାଯାଇଛି । ହୀରାନଗର ସେକ୍ଟରର ପାନ୍ସର ଅ ଳରେ ସୁରକ୍ଷାକର୍ମୀ ପକ୍ଷରୁ ଯା କରାଯାଉଥିବା ବେଳେ ଏହି ସୁଡ଼ଙ୍ଗଟି ଠାବ କରାଯାଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!